Jeremiah 7:30 — Compare Translations

5 translations compared side by side

Odia - 1840
"ଏହା କର କାରଣ ଯିହୁଦାର ସନ୍ତାନଗଣ ଆମ୍ଭ ଦୃଷ୍ଟି ରେ ଯାହା ମନ୍ଦ ତାହା କଲେ। ସମାନେେ ଆମ୍ଭ ନାମ ରେ ଖ୍ଯାତ ଏହି ଗୃହକୁ 'ଅଶୁଚି' କରିବା ନିମନ୍ତେ ସମାନଙ୍କେର ଘୃଣାୟୋଗ୍ଯ ବସ୍ତ୍ର ତହିଁ ମଧିଅରେ ରଖିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସଦାପ୍ରଭୁ କହନ୍ତି, ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ଯିହୁଦାର ସନ୍ତାନଗଣ କରିଅଛନ୍ତି; ସେମାନେ ଆମ୍ଭ ନାମରେ ଖ୍ୟାତ ଏହି ଗୃହକୁ ଅଶୁଚି କରିବା ନିମନ୍ତେ ସେମାନଙ୍କର ଘୃଣାଯୋଗ୍ୟ ବସ୍ତୁ ତହିଁ ମଧ୍ୟରେ ରଖିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା କର କାରଣ ଯିହୁଦାର ସନ୍ତାନଗଣ ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ ତାହା କଲେ। ସେମାନେ ଆମ୍ଭ ନାମରେ ଖ୍ୟାତ ଏହି ଗୃହକୁ ‘ଅଶୁଚି’ କରିବା ନିମନ୍ତେ ସେମାନଙ୍କର ଘୃଣାଯୋଗ୍ୟ ବସ୍ତ୍ର ତହିଁ ମଧ୍ୟରେ ରଖିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସଦାପ୍ରଭୁ କହନ୍ତି, ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ଯିହୁଦାର ସନ୍ତାନଗଣ କରିଅଛନ୍ତି; ସେମାନେ ଆମ୍ଭ ନାମରେ ଖ୍ୟାତ ଏହି ଗୃହକୁ ଅଶୁଚି କରିବା ନିମନ୍ତେ ସେମାନଙ୍କର ଘୃଣାଯୋଗ୍ୟ ବସ୍ତୁ ତହିଁ ମଧ୍ୟରେ ରଖିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସଦାପ୍ରଭୁ କହନ୍ତି, ‘ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ଯିହୁଦାର ସନ୍ତାନଗଣ କରିଅଛନ୍ତି; ସେମାନେ ଆମ୍ଭ ନାମରେ ଖ୍ୟାତ ଏହି ଗୃହକୁ ଅଶୁଚି କରିବା ନିମନ୍ତେ ସେମାନଙ୍କର ଘୃଣାଯୋଗ୍ୟ ବସ୍ତୁ ତହିଁ ମଧ୍ୟରେ ରଖିଅଛନ୍ତି।