Jeremiah 7:31 — Compare Translations

5 translations compared side by side

Odia - 1840
"ସମାନେେ ନିଜ ନିଜର ପୁତ୍ରକନ୍ଯାମାନଙ୍କୁ ଅଗ୍ନି ରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକା ରେ ତୋଫତର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି। ଏହା ଆମ୍ଭେ କବେେ ଆଜ୍ଞା କରି ନାହୁଁ କିଅବା ଆମ୍ଭ ମନ ରେ ସେ ଭାବ କବେେ ଉଦଯ ହାଇେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆପଣା ଆପଣା ପୁତ୍ରକନ୍ୟାଗଣକୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତ୍ର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି; ଏହା ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ନିଜ ନିଜର ପୁତ୍ରକନ୍ୟାମାନଙ୍କୁ ଅଗ୍ନିରେ ଦ‌ଗ୍‌ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି। ଏହା ଆମ୍ଭେ କେବେ ଆଜ୍ଞା କରି ନାହୁଁ କିଅବା ଆମ୍ଭ ମନରେ ସେ ଭାବ କେବେ ଉଦୟ ହୋଇ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆପଣା ଆପଣା ପୁତ୍ରକନ୍ୟାଗଣକୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତ୍‍ର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି; ଏହା ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆପଣା ଆପଣା ପୁତ୍ରକନ୍ୟାଗଣକୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତ୍‍ର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି; ଏହା ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ।’