Jeremiah 7:32 — Compare Translations
5 translations compared side by side
Odia - 1840
"ତେଣୁ ସଦାପ୍ରଭୁ କହନ୍ତି, ଦେଖ, ଏପରି ଏକ ସମୟ ଆସୁଛି ଯେତବେେଳେ ତାହା ତୋଫାତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ନାମ ରେ ଆଉ ଖ୍ଯାତ ନ ହାଇେ ହତ୍ଯା ଉପତ୍ୟକା ବୋଲି ଖ୍ଯାତ ହବେ। କାରଣ ଲୋକମାନେ ଆଉ ସ୍ଥାନ ନ ପାଇ ତୋଫତ ରେ କବର ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ତାହା ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ନାମରେ ଆଉ ଖ୍ୟାତ ନ ହୋଇ ହତ୍ୟା-ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି; କାରଣ ଆଉ ସ୍ଥାନ ନ ଥିବାଯାଏ ଲୋକମାନେ ତୋଫତରେ କବର ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ କହନ୍ତି, “ଦେଖ, ଏପରି ଏକ ସମୟ ଆସୁଛି ଯେତେବେଳେ ତାହା ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ନାମରେ ଆଉ ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ। କାରଣ ଲୋକମାନେ ଆଉ ସ୍ଥାନ ନ ପାଇ ତୋଫତ୍ରେ କବର ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ତାହା ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ନାମରେ ଆଉ ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି; କାରଣ ଆଉ ସ୍ଥାନ ନ ଥିବାଯାଏ ଲୋକମାନେ ତୋଫତ୍ରେ କବର ଦେବେ।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ସଦାପ୍ରଭୁ କହନ୍ତି, ‘ଦେଖ, ଯେଉଁ ସମୟରେ ତାହା ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ନାମରେ ଆଉ ଖ୍ୟାତ ନ ହୋଇ ହତ୍ୟା-ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି; କାରଣ ଆଉ ସ୍ଥାନ ନ ଥିବାଯାଏ ଲୋକମାନେ ତୋଫତରେ କବର ଦେବେ।’