Jeremiah 7:33 — Compare Translations

5 translations compared side by side

Odia - 1840
"ସେତବେେଳେ ମୃତବ୍ଯକ୍ତିଙ୍କ ଶବଗୁଡ଼ିକ ଆକାଶର ପକ୍ଷୀମାନଙ୍କର ଓ ଭୂଚର ପଶୁମାନଙ୍କର ଖାଦ୍ୟ ହବେ। ସମାନଙ୍କେୁ ତଡ଼ିବାକୁ କହେି ଲୋକ ଜୀବିତ ରହିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଏହି ଲୋକମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ; ଆଉ, ସେମାନଙ୍କୁ କେହି ତଡ଼ି ଦେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ମୃତବ୍ୟକ୍ତିଙ୍କ ଶବଗୁଡ଼ିକ ଆକାଶର ପକ୍ଷୀମାନଙ୍କର ଓ ଭୂଚର ପଶୁମାନଙ୍କର ଖାଦ୍ୟ ହେବ। ସେମାନଙ୍କୁ ତଡ଼ିବାକୁ କେହି ଜୀବିତ ରହିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଏହି ଲୋକମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ; ଆଉ, ସେମାନଙ୍କୁ କେହି ତଡ଼ି ଦେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଏହି ଲୋକମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ; ଆଉ, ସେମାନଙ୍କୁ କେହି ତଡ଼ି ଦେବ ନାହିଁ।