Jeremiah 7:34 — Compare Translations

5 translations compared side by side

Odia - 1840
"ସେ ସମୟରେ ଆମ୍ଭେ ଯିହୁଦାର ନଗରଗୁଡ଼ିକରେ ଓ ୟିରୁଶାଲମର ସଡ଼କମାନଙ୍କ ରେ ସୁଖ ଓ ଆନନ୍ଦଧ୍ବନି ଦୂର କରିବା। ବର କନ୍ଯାମାନଙ୍କର ଆମାଦେ ଧ୍ବନି ଆଉ ୟିରୁଶାଲମ ରେ ଶୁଣାୟିବ ନାହିଁ। କାରଣ ସମଗ୍ର ଦେଶ ଧ୍ବଂସ ସ୍ତୁପ ରେ ପରିଣତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ଆମ୍ଭେ ଯିହୁଦାର ନଗରସବୁରେ ଓ ଯିରୂଶାଲମର ସଡ଼କସବୁରେ, ଆମୋଦର ଧ୍ଵନି ଓ ଆନନ୍ଦର ଧ୍ଵନି ଓ ବରକନ୍ୟାର ଧ୍ଵନି ନିବୃତ୍ତ କରାଇବା; କାରଣ ଦେଶ ଧ୍ଵଂସସ୍ଥାନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ଆମ୍ଭେ ଯିହୁଦାର ନଗରଗୁଡ଼ିକରେ ଓ ଯିରୁଶାଲମର ସଡ଼କମାନଙ୍କରେ ସୁଖ ଓ ଆନନ୍ଦଧ୍ୱନି ଦୂର କରିବା। ବର କନ୍ୟାମାନଙ୍କର ଆମୋଦ ଧ୍ୱନି ଆଉ ଯିରୁଶାଲମରେ ଶୁଣାଯିବ ନାହିଁ। କାରଣ ସମଗ୍ର ଦେଶ ଧ୍ୱଂସ ସ୍ତୁପରେ ପରିଣତ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ଆମ୍ଭେ ଯିହୁଦାର ନଗରସବୁରେ ଓ ଯିରୂଶାଲମର ସଡ଼କସବୁରେ, ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରକନ୍ୟାର ଧ୍ୱନି ନିବୃତ୍ତ କରାଇବା; କାରଣ ଦେଶ ଧ୍ୱଂସସ୍ଥାନ ହେବ।
Odia IRV 2017 (ଓଡିଆ ବାଇବେଲ)
ସେସମୟରେ ଆମ୍ଭେ ଯିହୁଦାର ନଗରସବୁରେ ଓ ଯିରୂଶାଲମର ସଡ଼କସବୁରେ, ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରକନ୍ୟାର ଧ୍ୱନି ନିବୃତ୍ତ କରାଇବା; କାରଣ ଦେଶ ଧ୍ୱଂସସ୍ଥାନ ହେବ।”