Jeremiah 7:5 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଯଦି ନିଜ ନିଜ ଆଚରଣ ବଦଳାଇ ଉତ୍ତମ କାର୍ୟ୍ଯ କର ତାହା ହେଲେ ମୁଁ ତୁମ୍ଭମାନଙ୍କୁ ଏହି ସ୍ଥାନ ରେ ବାସ କରାଇବି। ଯଦି ତୁମ୍ଭମାନେେ ଆପଣା ପଡ଼ୋଶୀମାନଙ୍କ ପ୍ରତି ଉତ୍ତମ ହାଇପୋରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେବେ ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ସମ୍ପୂର୍ଣ୍ଣ ରୂପେ ଶୁଧୁରାଅ; ଯେବେ ତୁମ୍ଭେମାନେ ମନୁଷ୍ୟ ଓ ତାହାର ପ୍ରତିବାସୀ ମଧ୍ୟରେ ସମ୍ପୂର୍ଣ୍ଣ ରୂପେ ବିଚାର ନିଷ୍ପତ୍ତି କର;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯଦି ନିଜ ନିଜ ଆଚରଣ ବଦଳାଇ ଉତ୍ତମ କାର୍ଯ୍ୟ କର ତାହାହେଲେ ମୁଁ ତୁମ୍ଭମାନଙ୍କୁ ଏହି ସ୍ଥାନରେ ବାସ କରାଇବି। ଯଦି ତୁମ୍ଭେମାନେ ଆପଣା ପଡ଼ୋଶୀମାନଙ୍କ ପ୍ରତି ଉତ୍ତମ ହୋଇ ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯଦି ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ସମ୍ପୂର୍ଣ୍ଣ ରୂପେ ଶୁଧୁରାଅ; ଯଦି ତୁମ୍ଭେମାନେ ମନୁଷ୍ୟ ଓ ତାହାର ପ୍ରତିବାସୀ ମଧ୍ୟରେ ସମ୍ପୂର୍ଣ୍ଣ ରୂପେ ବିଚାର ନିଷ୍ପତ୍ତି କର;
Odia IRV 2017 (ଓଡିଆ ବାଇବେଲ)
କାରଣ ଯଦି ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ସମ୍ପୂର୍ଣ୍ଣ ରୂପେ ଶୁଧୁରାଅ; ଯଦି ତୁମ୍ଭେମାନେ ମନୁଷ୍ୟ ଓ ତାହାର ପ୍ରତିବାସୀ ମଧ୍ୟରେ ସମ୍ପୂର୍ଣ୍ଣ ରୂପେ ବିଚାର ନିଷ୍ପତ୍ତି କର;