Jeremiah 7:6 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଯଦି ବିଦେଶୀ, ଅନାଥ ଓ ବିଧବା ପ୍ରତି ଉଚିତ୍ ବ୍ଯବହାର କରିବ, ଯଦି ତୁମ୍ଭମାନେେ ଏ ସ୍ଥାନ ରେ ନିର୍ଦ୍ ଦୋଷ ମାନଙ୍କୁ ହତ୍ଯା ନ କରିବ, ଯଦି ତୁମ୍ଭମାନେେ ଆପଣାର କ୍ଷତି ନିମନ୍ତେ ଅନ୍ୟ ଦବେତାମାନଙ୍କୁ ଅନୁସରଣ ନ କର,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ତୁମ୍ଭେମାନେ ବିଦେଶୀ, ପିତୃହୀନ ଓ ବିଧବା ପ୍ରତି ଉପଦ୍ରବ ନ କର ଓ ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ ନ କର, କିଅବା ଆପଣା ଆପଣାର କ୍ଷତି ନିମନ୍ତେ ଅନ୍ୟ ଦେବଗଣର ପଶ୍ଚାଦ୍ଗାମୀ ନ ହୁଅ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯଦି ବିଦେଶୀ, ଅନାଥ ଓ ବିଧବା ପ୍ରତି ଉଚିତ୍ ବ୍ୟବହାର କରିବ, ଯଦି ତୁମ୍ଭେମାନେ ଏ ସ୍ଥାନରେ ନିର୍ଦ୍ଦୋଷମାନଙ୍କୁ ହତ୍ୟା ନ କରିବ, ଯଦି ତୁମ୍ଭେମାନେ ଆପଣାର କ୍ଷତି ନିମନ୍ତେ ଅନ୍ୟ ଦେବତାମାନଙ୍କୁ ଅନୁସରଣ ନ କର,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ତୁମ୍ଭେମାନେ ବିଦେଶୀ, ପିତୃହୀନ ଓ ବିଧବା ପ୍ରତି ଉପଦ୍ରବ ନ କର ଓ ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ ନ କର, କିଅବା ଆପଣା ଆପଣାର କ୍ଷତି ନିମନ୍ତେ ଅନ୍ୟ ଦେବଗଣର ପଶ୍ଚାଦ୍‍ଗାମୀ ନ ହୁଅ;
Odia IRV 2017 (ଓଡିଆ ବାଇବେଲ)
ଯଦି ତୁମ୍ଭେମାନେ ବିଦେଶୀ, ପିତୃହୀନ ଓ ବିଧବା ପ୍ରତି ଉପଦ୍ରବ ନ କର ଓ ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ ନ କର, କିଅବା ଆପଣା ଆପଣାର କ୍ଷତି ନିମନ୍ତେ ଅନ୍ୟ ଦେବଗଣର ପଶ୍ଚାଦ୍‍ଗାମୀ ନ ହୁଅ;