Jeremiah 7:8 — Compare Translations
5 translations compared side by side
Odia - 1840
"ମାତ୍ର ତୁମ୍ଭମାନେେ ମିଥ୍ଯା କଥା ରେ ବିଶ୍ବାସ କରୁଅଛ ଯାହାକି ମୂଲ୍ଯହୀନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଯଦ୍ଦ୍ଵାରା ଉପକାର ହୋଇ ନ ପାରେ, ଏପରି ମିଥ୍ୟା କଥାରେ ତୁମ୍ଭେମାନେ ବିଶ୍ଵାସ କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
“‘ମାତ୍ର ତୁମ୍ଭେମାନେ ମିଥ୍ୟା କଥାରେ ବିଶ୍ୱାସ କରୁଅଛ ଯାହାକି ମୂଲ୍ୟହୀନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଯଦ୍ଦ୍ୱାରା ଉପକାର ହୋଇ ନ ପାରେ, ଏପରି ମିଥ୍ୟା କଥାରେ ତୁମ୍ଭେମାନେ ବିଶ୍ୱାସ କରୁଅଛ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଯଦ୍ଦ୍ୱାରା ଉପକାର ହୋଇ ନ ପାରେ, ଏପରି ମିଥ୍ୟା କଥାରେ ତୁମ୍ଭେମାନେ ବିଶ୍ୱାସ କରୁଅଛ।