Jeremiah 7:9 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ କ'ଣ ଚୋରି, ନରହତ୍ଯା, ବ୍ଯଭିଚାର, ମିଥ୍ଯାଶପଥ, ବାଲଦବେ ଉଦ୍ଦେଶ୍ଯ ରେ ଧୂପଦାନ ଓ ତୁମ୍ଭମାନେେ ଜାଣି ନ ଥିବା ଅନ୍ୟ ଦବଗେଣର ପଶ୍ଚାତଗମନ କରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ କି ଚୋରି, ନରହତ୍ୟା ଓ ବ୍ୟଭିଚାର ଓ ମିଥ୍ୟା ଶପଥ ଓ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପଦାହ ଓ ତୁମ୍ଭମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରିବ,
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ କ’ଣ ଗ୍ଭେରି, ନରହତ୍ୟା, ବ୍ୟଭିଗ୍ଭର, ମିଥ୍ୟାଶପଥ, ‌ବା‌ଲ୍‌ଦେବ ଉଦ୍ଦେଶ୍ୟରେ ଧୂପଦାନ ଓ ତୁମ୍ଭେମାନେ ଜାଣି ନ ଥିବା ଅନ୍ୟ ଦେବଗଣର ପଶ୍ଚା‌‌ଦ୍‌‌ଗମନ କରିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ କି ଚୋରି, ନରହତ୍ୟା ଓ ବ୍ୟଭିଚାର ଓ ମିଥ୍ୟା ଶପଥ ଓ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପଦାହ ଓ ତୁମ୍ଭମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ପଶ୍ଚାଦ୍‍ଗମନ କରିବ,
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ କି ଚୋରି, ନରହତ୍ୟା ଓ ବ୍ୟଭିଚାର ଓ ମିଥ୍ୟା ଶପଥ ଓ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପଦାହ ଓ ତୁମ୍ଭମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ପଶ୍ଚାଦ୍‍ଗମନ କରିବ,