Jeremiah 8:1 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହନ୍ତି, ସେ ସମୟରେ ଲୋକମାନେ ଯିହୁଦାର ରାଜାଗଣଙ୍କର, ତା'ର ଅଧିପତିମାନଙ୍କର, ଯାଜକଗଣଙ୍କର, ଭବିଷ୍ଯଦବକ୍ତାମାନଙ୍କର ଓ ୟିରୁଶାଲମ ନିବାସୀଗଣର ଅସ୍ଥିସବୁ ସମାନଙ୍କେ କବରରୁ ବାହାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ସେସମୟରେ ଲୋକମାନେ ଯିହୁଦାର ରାଜଗଣର ଅସ୍ଥି ଓ ତାହାର ଅଧିପତି- ଗଣର ଅସ୍ଥି, ଯାଜକଗଣର ଅସ୍ଥି, ଭବିଷ୍ୟଦ୍-ବକ୍ତାଗଣର ଅସ୍ଥି ଓ ଯିରୂଶାଲମ ନିବାସୀଗଣର ଅସ୍ଥି ସେମାନଙ୍କ କବରରୁ ବାହାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, “ସେ ସମୟରେ ଲୋକମାନେ ଯିହୁଦାର ରାଜାଗଣଙ୍କର, ତା’ର ଅଧିପତିମାନଙ୍କର, ଯାଜକଗଣଙ୍କର, ଭବିଷ୍ୟଦ୍ବକ୍ତାମାନଙ୍କର ଓ ଯିରୁଶାଲମ ନିବାସୀଗଣର ଅସ୍ଥିସବୁ ସେମାନଙ୍କ କବରରୁ ବାହାର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ସେହି ସମୟରେ ଲୋକମାନେ ଯିହୁଦାର ରାଜାଗଣର ଅସ୍ଥି ଓ ତାହାର ଅଧିପତିଗଣର ଅସ୍ଥି, ଯାଜକଗଣର ଅସ୍ଥି, ଭବିଷ୍ୟଦ୍ବକ୍ତାଗଣଙ୍କ ଅସ୍ଥି ଓ ଯିରୂଶାଲମ ନିବାସୀଗଣର ଅସ୍ଥି ସେମାନଙ୍କ କବରରୁ ବାହାର କରିବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ସେହି ସମୟରେ ଲୋକମାନେ ଯିହୁଦାର ରାଜାଗଣର ଅସ୍ଥି ଓ ତାହାର ଅଧିପତିଗଣର ଅସ୍ଥି, ଯାଜକଗଣର ଅସ୍ଥି, ଭବିଷ୍ୟଦ୍ବକ୍ତାଗଣଙ୍କ ଅସ୍ଥି ଓ ଯିରୂଶାଲମ ନିବାସୀଗଣର ଅସ୍ଥି ସେମାନଙ୍କ କବରରୁ ବାହାର କରିବେ।