Jeremiah 8:10 — Compare Translations

5 translations compared side by side

Odia - 1840
"ତେଣୁ ଆମ୍ଭେ ସମାନଙ୍କେର ସ୍ତ୍ରୀମାନଙ୍କୁ ଅନ୍ୟମାନଙ୍କୁ ଦବୋ ଓ ସମାନଙ୍କେର କ୍ଷେତ୍ରକୁ ଅନ୍ୟମାନଙ୍କ ଅଧିକାରକୁ ଦବୋ। କାରଣ ଇଶ୍ରାୟେଲ କ୍ଷୁଦ୍ରଠାରୁ ମହାନ୍ ଲୋକ ପର୍ୟ୍ଯନ୍ତ ସମସ୍ତେ ଲୋଭାସକ୍ତ ଆଉ ଭବିଷ୍ଯଦବକ୍ତାଠାରୁ ଆରମ୍ଭ କରି ଯାଜକ ପର୍ୟ୍ଯନ୍ତ ସମସ୍ତେ ମିଥ୍ଯାଚରଣ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟ; ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆମ୍ଭେ ସେମାନଙ୍କର ସ୍ତ୍ରୀମାନଙ୍କୁ ଅନ୍ୟମାନଙ୍କୁ ଦେବା ଓ ସେମାନଙ୍କର କ୍ଷେତ୍ରକୁ ଅନ୍ୟମାନଙ୍କ ଅଧିକାରକୁ ଦେବା। କାରଣ ଇସ୍ରାଏଲ କ୍ଷୁଦ୍ରଠାରୁ ମହାନ ଲୋକ ପର୍ଯ୍ୟନ୍ତ ସମସ୍ତେ ଲୋଭାସକ୍ତ ଆଉ ଭବିଷ୍ୟ‌ଦ୍‌ବକ୍ତାଠାରୁ ଆରମ୍ଭ କରି ଯାଜକ ପର୍ଯ୍ୟନ୍ତ ସମସ୍ତେ ମିଥ୍ୟାଚରଣ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍‍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ର ଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍‍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି।