Jeremiah 8:11 — Compare Translations
5 translations compared side by side
Odia - 1840
"ଯଦିଓ ମାରେ ଲୋକମାନେ ଗୁରୁତର ଭାବରେ ଆଘାତପ୍ରାପ୍ତ ହାଇେଛନ୍ତି। ଏଠା ରେ 'ଶାନ୍ତି' ଅଛି, ବୋଲି କହି ସମାନେେ ସହଜ ରେ ସମାନଙ୍କେୁ ଆରୋଗ୍ୟ କରିବା ପାଇଁ ଚେଷ୍ଟା କରନ୍ତି। ସେତବେେଳେ ସଠାେ ରେ କୌଣସି 'ଶାନ୍ତି' ନ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି, ଶାନ୍ତି ବୋଲି କହି ଆମ୍ଭ ଲୋକମାନଙ୍କ କନ୍ୟାର କ୍ଷତ ଉପରେ ଉପରେ ସୁସ୍ଥ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯଦିଓ ମୋର ଲୋକମାନେ ଗୁରୁତର ଭାବରେ ଆଘାତପ୍ରାପ୍ତ ହୋଇଛନ୍ତି। ଏଠାରେ “ଶାନ୍ତି” ଅଛି, ବୋଲି କହି ସେମାନେ ସହଜରେ ସେମାନଙ୍କୁ ଆରୋଗ୍ୟ କରିବା ପାଇଁ ଚେଷ୍ଟା କରନ୍ତି। ସେତେବେଳେ ସେଠାରେ କୌଣସି ‘ଶାନ୍ତି’ ନ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି, ଶାନ୍ତି’ ବୋଲି କହି ଆମ୍ଭ ଲୋକମାନଙ୍କ କନ୍ୟାର କ୍ଷତ ଉପରେ ଉପରେ ସୁସ୍ଥ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି, ଶାନ୍ତି ବୋଲି କହି ଆମ୍ଭ ଲୋକମାନଙ୍କ କନ୍ୟାର କ୍ଷତ ଉପରେ ଉପରେ ସୁସ୍ଥ କରନ୍ତି।