Jeremiah 8:13 — Compare Translations
5 translations compared side by side
Odia - 1840
"ପୁଣି ସଦାପ୍ରଭୁ କହନ୍ତି, ଆମ୍ଭେ ସମାନଙ୍କେର ସମସ୍ତ ଶସ୍ଯ ଓ ଫଳ ନଇୟିବୋ ଓ ସମାନଙ୍କେୁ ନିରିହ ରୂପେ ସଂହାର କରିବା। ଦ୍ରାକ୍ଷାଲତା ରେ ଦ୍ରାକ୍ଷାଫଳ ଓ ଡ଼ିମ୍ବିରି ବୃକ୍ଷ ରେ ଡ଼ିମ୍ବିରି ଫଳ ରହିବ ନାହିଁ। ପତ୍ରସବୁ ମ୍ଲାନ ହାଇଯେିବେ। ଆମ୍ଭେ ସମାନଙ୍କେୁ ଯାହାସବୁ ଦଇେଅଛୁ, ସେସବୁ ସମାନଙ୍କେଠାରୁ ନଇୟିବେୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ସଂହାର କରିବା; ଦ୍ରାକ୍ଷାଲତାରେ ଦ୍ରାକ୍ଷାଫଳ, କିଅବା ଡିମିରି ବୃକ୍ଷରେ ଡିମିରି ଫଳ ରହିବ ନାହିଁ ଓ ପତ୍ର ମ୍ଳାନ ହେବ; ଆଉ, ଆମ୍ଭେ ସେମାନଙ୍କୁ ଯାହା ଦେଇଅଛୁ, ସେସବୁ ସେମାନଙ୍କଠାରୁ ଛାଡ଼ିଯିବ ।
Odia Bible ERV 2004 (ପବିତ୍ର ବାଇବଲ)
“‘ପୁଣି ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କର ସମସ୍ତ ଶସ୍ୟ ଓ ଫଳ ନେଇଯିବା ଓ ସେମାନଙ୍କୁ ନିରିହ ରୂପେ ସଂହାର କରିବା। ଦ୍ରାକ୍ଷାଲତାରେ ଦ୍ରାକ୍ଷାଫଳ ଓ ଡିମ୍ବିରି ବୃକ୍ଷରେ ଡିମ୍ବିରି ଫଳ ରହିବ ନାହିଁ। ପତ୍ରସବୁ ମ୍ଳାନ ହୋଇଯିବେ। ଆମ୍ଭେ ସେମାନଙ୍କୁ ଯାହାସବୁ ଦେଇଅଛୁ, ସେସବୁ ସେମାନଙ୍କଠାରୁ ନେଇଯିବୁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ସଂହାର କରିବା; ଦ୍ରାକ୍ଷାଲତାରେ ଦ୍ରାକ୍ଷାଫଳ, କିଅବା ଡିମ୍ବିରି ବୃକ୍ଷରେ ଡିମ୍ବିରି ଫଳ ରହିବ ନାହିଁ ଓ ପତ୍ର ମ୍ଳାନ ହେବ; ଆଉ, ଆମ୍ଭେ ସେମାନଙ୍କୁ ଯାହା ଦେଇଅଛୁ, ସେସବୁ ସେମାନଙ୍କଠାରୁ ଛାଡ଼ିଯିବ।”
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ସଂହାର କରିବା; ଦ୍ରାକ୍ଷାଲତାରେ ଦ୍ରାକ୍ଷାଫଳ, କିଅବା ଡିମ୍ବିରି ବୃକ୍ଷରେ ଡିମ୍ବିରି ଫଳ ରହିବ ନାହିଁ ଓ ପତ୍ର ମ୍ଳାନ ହେବ; ଆଉ, ଆମ୍ଭେ ସେମାନଙ୍କୁ ଯାହା ଦେଇଅଛୁ, ସେସବୁ ସେମାନଙ୍କଠାରୁ ଛାଡ଼ିଯିବ।”