Jeremiah 8:15 — Compare Translations
5 translations compared side by side
Odia - 1840
"ଆମ୍ଭମାନେେ ଶାନ୍ତି ଆଶା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ। ସେ ଆମ୍ଭମାନଙ୍କୁ କ୍ଷମା ଦବେେ ବୋଲି ଇଚ୍ଛା କଲୁ, ମାତ୍ର କବଳେ ବିପଦ ମାଡ଼ି ଆସିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ନୋହିଲା; ଆରୋଗ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ!
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ଶାନ୍ତି ଆଶା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ। ସେ ଆମ୍ଭମାନଙ୍କୁ କ୍ଷମା ଦେବେ ବୋଲି ଇଚ୍ଛା କଲୁ, ମାତ୍ର କେବଳ ବିପଦ ମାଡ଼ି ଆସିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ; ଆରୋଗ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ!
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ; ଆରୋଗ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ!