Jeremiah 8:16 — Compare Translations

5 translations compared side by side

Odia - 1840
"ଦାନ୍ ନଗରଠାରୁ ତାହାର ଅଶ୍ବଗଣର ନାସିକା ଧ୍ବନି ଶୁଣା ଯାଉଅଛି। ତାହାର କନିଷ୍ଠ ଅଶ୍ବଗଣର ହିଁ ହିଁ ଶବ୍ଦ ରେ ସମୁଦାଯ ଦେଶ କିତ ହେଉଅଛି। କାରଣ ସମାନେେ ଆସିଛନ୍ତି, ଆଉ ଦେଶ ଓ ତନ୍ମଧ୍ଯସ୍ଥିତ ସକଳ ନଗର ଓ ତଦନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାନ୍ ନଗରଠାରୁ ତାହାର ଅଶ୍ଵଗଣର ନାସା ଶଦ୍ଦ ଶୁଣା ଯାଉଅଛି; ତାହାର ବଳିଷ୍ଠ ଅଶ୍ଵଗଣର ହିଁ ହିଁ ଶଦ୍ଦରେ ସମୁଦାୟ ଦେଶ କମ୍ପୁଅଛି; କାରଣ ସେମାନେ ଆସିଅଛନ୍ତି, ଆଉ ଦେଶ ଓ ତନ୍ମଧ୍ୟସ୍ଥିତ ସକଳ ନଗର ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ଦାନ୍ ନଗରଠାରୁ ତାହାର ଅଶ୍ୱଗଣର ନାସିକା ଧ୍ୱନି ଶୁଣା ଯାଉଅଛି। ତାହାର କନିଷ୍ଠ ଅଶ୍ୱଗଣର ହିଁ ହିଁ ଶବ୍ଦରେ ସମୁଦାୟ ଦେଶ କମ୍ପିତ ହେଉଅଛି। କାରଣ ସେମାନେ ଆସିଛନ୍ତି, ଆଉ ଦେଶ ଓ ତନ୍ମଧ୍ୟସ୍ଥିତ ସକଳ ନଗର ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଦାନ୍ ନଗରଠାରୁ ତାହାର ଅଶ୍ୱଗଣର ନାସା ଶବ୍ଦ ଶୁଣା ଯାଉଅଛି; ତାହାର ବଳିଷ୍ଠ ଅଶ୍ୱଗଣର ହିଁ ହିଁ ଶବ୍ଦରେ ସମୁଦାୟ ଦେଶ କମ୍ପୁଅଛି; କାରଣ ସେମାନେ ଆସିଅଛନ୍ତି, ଆଉ ଦେଶ ଓ ତନ୍ମଧ୍ୟସ୍ଥିତସକଳ ନଗର ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ଦାନ୍‍ ନଗରଠାରୁ ତାହାର ଅଶ୍ୱଗଣର ନାସା ଶବ୍ଦ ଶୁଣା ଯାଉଅଛି; ତାହାର ବଳିଷ୍ଠ ଅଶ୍ୱଗଣର ହିଁ ହିଁ ଶବ୍ଦରେ ସମୁଦାୟ ଦେଶ କମ୍ପୁଅଛି; କାରଣ ସେମାନେ ଆସିଅଛନ୍ତି, ଆଉ ଦେଶ ଓ ତନ୍ମଧ୍ୟସ୍ଥିତ ସକଳ ନଗର ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି;