Jeremiah 8:17 — Compare Translations
5 translations compared side by side
Odia - 1840
" ହେ ଯିହୁଦାର ଲୋକମାନେ, ଆମ୍ଭେ ତୁମ୍ଭମାନଙ୍କ ମଧ୍ଯକୁ ସର୍ପ ଓ କାଳସର୍ପମାନଙ୍କୁ ପଠାଇବା, ସମାନେେ ତୁମ୍ଭମାନଙ୍କୁ ଦଂଶନ କରିବେ। ସମାନଙ୍କେୁ କହେି ଅଟକାଇ ପାରିବେ ନାହିଁ। ଏହା ସଦାପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ସର୍ପ, କାଳସର୍ପମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ଦଂଶନ କରିବେ, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ଯିହୁଦାର ଲୋକମାନେ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ସର୍ପ ଓ କାଳସର୍ପମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ଦଂଶନ କରିବେ। ସେମାନଙ୍କୁ କେହି ଅଟକାଇ ପାରିବେ ନାହିଁ।” ଏହା ସଦାପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ସର୍ପ, କାଳସର୍ପମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ଦଂଶନ କରିବେ,” ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
“ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ସର୍ପ, କାଳସର୍ପମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ଦଂଶନ କରିବେ,” ଏହା ସଦାପ୍ରଭୁ କହନ୍ତି।