Jeremiah 8:2 — Compare Translations

5 translations compared side by side

Odia - 1840
"ଆଉ ସୂର୍ୟ୍ଯ, ଚନ୍ଦ୍ର ଓ ଆକାଶ ପୃଥିବୀରୁ ଯେଉଁ ନକ୍ଷତ୍ରଗଣଙ୍କୁ ସମାନେେ ଭଲ ପାଇ ଅଛନ୍ତି, ଯେଉଁମାନଙ୍କର ସବୋ କରିଅଛନ୍ତି, ଯେଉଁମାନଙ୍କର ପଶ୍ଚାତଗାମୀ ହାଇେ ଅଛନ୍ତି, ଯେଉଁମାନଙ୍କର ଅନ୍ବଷେଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସମାନଙ୍କେ ଆଗ ରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ। ଆଉ ସେ ଅସ୍ଥିସବୁ ଏକତ୍ରୀତ ହାଇେ କବର ରେ ପୋତା ହବେ ନାହିଁ। ସେସବୁ ଭୂମିରେ ପଡ଼ି ଖତ ତୁଲ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ସୂର୍ଯ୍ୟ ଓ ଚନ୍ଦ୍ର ଓ ଆକାଶର ଯେଉଁ ସୈନ୍ୟସମୂହକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ଵେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ନୋହିବ; ସେସବୁ ଭୂମିରେ ଖତ ତୁଲ୍ୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶ ପୃଥିବୀରୁ ଯେଉଁ ନକ୍ଷତ୍ରଗଣଙ୍କୁ ସେମାନେ ଭଲ ପାଇ ଅଛନ୍ତି, ଯେଉଁମାନଙ୍କର ସେବା କରିଅଛନ୍ତି, ଯେଉଁମାନଙ୍କର ପଶ୍ଚା‌‌ଦ୍‌‌ଗାମୀ ହୋଇ ଅଛନ୍ତି, ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହା ସବୁ ଛିନ୍ନଭିନ୍ନ କରି ପକାଇବେ। ଆଉ ସେ ଅସ୍ଥିସବୁ ଏକତ୍ରିତ ହୋଇ କବରରେ ପୋତା ହେବ ନାହିଁ। ସେସବୁ ଭୂମିରେ ପଡ଼ି ଖତ ତୁଲ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍‍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍‍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।”