Jeremiah 8:20 — Compare Translations

5 translations compared side by side

Odia - 1840
"ଶସ୍ଯ ସଂଗ୍ରହର ସମୟ ଶଷେ ହେଲା। ଗ୍ରୀଷ୍ମକାଳ ଅତିବାହିତ ହେଲା। ମାତ୍ର ଆମ୍ଭମାନଙ୍କର ପରିତ୍ରାଣ ହେଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶସ୍ୟ-ସଂଗ୍ରହର ସମୟ ଗତ ହେଲା, ଗ୍ରୀଷ୍ମକାଳ ଶେଷ ହେଲା, ମାତ୍ର ଆମ୍ଭମାନଙ୍କର ପରିତ୍ରାଣ ହୋଇ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ଶସ୍ୟ ସଂଗ୍ରହର ସମୟ ଶେଷ ହେଲା। ଗ୍ରୀଷ୍ମକାଳ ଅତିବାହିତ ହେଲା। ମାତ୍ର ଆମ୍ଭମାନଙ୍କର ପରିତ୍ରାଣ ହେଲା ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଶସ୍ୟସଂଗ୍ରହର ସମୟ ଗତ ହେଲା, ଗ୍ରୀଷ୍ମକାଳ ଶେଷ ହେଲା, ମାତ୍ର ଆମ୍ଭମାନଙ୍କର ପରିତ୍ରାଣ ହୋଇ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଶସ୍ୟସଂଗ୍ରହର ସମୟ ଗତ ହେଲା, ଗ୍ରୀଷ୍ମକାଳ ଶେଷ ହେଲା, ମାତ୍ର ଆମ୍ଭମାନଙ୍କର ପରିତ୍ରାଣ ହୋଇ ନାହିଁ।

Recommended Reading