Jeremiah 8:21 — Compare Translations

5 translations compared side by side

Odia - 1840
"ମାରେ ହୃଦଯ ଭାଙ୍ଗି ୟାଇଛି କାରଣ ମାରେ ଲୋକମାନଙ୍କର ହୃଦଯ ଭାଙ୍ଗି ୟାଇଛି। ମୁଁ ମଳିନ, ବିସ୍ମଯତା ମାେତେ ଆକ୍ରାନ୍ତ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ଲୋକମାନଙ୍କ କନ୍ୟାର ଦୁଃଖ ସକାଶୁ ଦୁଃଖିତ; ମୁଁ ମଳିନ; ବିସ୍ମୟତା ମୋତେ ଆକ୍ରା; କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ହୃଦୟ ଭାଙ୍ଗି ଯାଇଛି କାରଣ ମୋର ଲୋକମାନଙ୍କର ହୃଦୟ ଭାଙ୍ଗି ଯାଇଛି। ମୁଁ ମଳିନ, ବିସ୍ମୟତା ମୋତେ ଆକ୍ରାନ୍ତ କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ଲୋକମାନଙ୍କ କନ୍ୟାର ଦୁଃଖ ସକାଶୁ ଦୁଃଖିତ; ମୁଁ ମଳିନ; ବିସ୍ମୟତା ମୋତେ ଆକ୍ରାନ୍ତ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ଲୋକମାନଙ୍କ କନ୍ୟାର ଦୁଃଖ ସକାଶୁ ଦୁଃଖିତ; ମୁଁ ମଳିନ; ବିସ୍ମୟତା ମୋତେ ଆକ୍ରାନ୍ତ କରିଅଛି।