Jeremiah 8:22 — Compare Translations
5 translations compared side by side
Odia - 1840
"ଗିଲିଯଦ ରେ ଔଷଧ ଅଛି ଓ ସଠାେ ରେ ବୈଦ୍ଯମାନେ ମଧ୍ଯ ଅଛନ୍ତି। ତବେେ ମାରେ ଆଘାତପ୍ରାପ୍ତ ଲୋକମାନେ କାହିଁକି ଆରୋଗ୍ୟଲାଭ କରୁ ନାହାଁନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗିଲୀୟଦରେ କʼଣ ଔଷଧ ନାହିଁ? ସେଠାରେ କʼଣ ବୈଦ୍ୟ ନାହାନ୍ତି? ତେବେ ମୋʼ ଲୋକମାନଙ୍କ କନ୍ୟା କାହିଁକି ପୁନଃ ସ୍ଵାସ୍ଥ୍ୟଲାଭ କରୁ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଗିଲିୟଦରେ ଔଷଧ ଅଛି ଓ ସେଠାରେ ବୈଦ୍ୟମାନେ ମଧ୍ୟ ଅଛନ୍ତି। ତେବେ ମୋର ଆଘାତପ୍ରାପ୍ତ ଲୋକମାନେ କାହିଁକି ଆରୋଗ୍ୟଲାଭ କରୁ ନାହାନ୍ତି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗିଲୀୟଦରେ କʼଣ ଔଷଧ ନାହିଁ? ସେଠାରେ କʼଣ ବୈଦ୍ୟ ନାହାନ୍ତି? ତେବେ ମୋʼ ଲୋକମାନଙ୍କ କନ୍ୟା କାହିଁକି ପୁନଃ ସ୍ୱାସ୍ଥ୍ୟଲାଭ କରୁ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଗିଲୀୟଦରେ କ’ଣ ଔଷଧ ନାହିଁ? ସେଠାରେ କ’ଣ ବୈଦ୍ୟ ନାହାନ୍ତି? ତେବେ ମୋ’ ଲୋକମାନଙ୍କ କନ୍ୟା କାହିଁକି ପୁନଃ ସ୍ୱାସ୍ଥ୍ୟଲାଭ କରୁ ନାହିଁ?