Jeremiah 8:4 — Compare Translations

5 translations compared side by side

Odia - 1840
"ହେ ଯିରିମିୟ, ଯିହୁଦାର ଲୋକମାନଙ୍କୁ ସଦାପ୍ରଭୁଙ୍କର ଏହି ବାକ୍ଯ କୁହ, ମନୁଷ୍ଯ ପଡ଼ିଲେ କ'ଣ ଆଉ ଉେଠ ନାହିଁ? ବିପଥରେ ଗଲେ କ'ଣ ଆଉ ଫେ ରେ ନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ମନୁଷ୍ୟ ପଡ଼ିଲେ, କʼଣ ଆଉ ଉଠେ ନାହିଁ? ବିପଥରେ ଗଲେ, କʼଣ ଆଉ ଫେରେ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ପାପ ଓ ଶାସ୍ତି “ହେ ଯିରିମିୟ, ଯିହୁଦାର ଲୋକମାନଙ୍କୁ ସଦାପ୍ରଭୁଙ୍କର ଏହି ବାକ୍ୟ କୁହ, “‘ମନୁଷ୍ୟ ପଡ଼ିଲେ କ’ଣ ଆଉ ଉଠେ ନାହିଁ? ବିପଥରେ ଗଲେ କ’ଣ ଆଉ ଫେରେ ନାହିଁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ମନୁଷ୍ୟ ପଡ଼ିଲେ, କʼଣ ଆଉ ଉଠେ ନାହିଁ? ବିପଥରେ ଗଲେ, କʼଣ ଆଉ ଫେରେ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଆହୁରି, ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, “ମନୁଷ୍ୟ ପଡ଼ିଲେ, କ’ଣ ଆଉ ଉଠେ ନାହିଁ? ବିପଥରେ ଗଲେ, କ’ଣ ଆଉ ଫେରେ ନାହିଁ?”