Jeremiah 8:5 — Compare Translations

5 translations compared side by side

Odia - 1840
"ଯିହୁଦା ଓ ୟିରୁଶାଲମର ଲୋକମାନେ କାହିଁକି ଚିରକାଳ ବିପଥଗାମୀ ହାଇେଅଛନ୍ତି? ସମାନେେ ମିଥ୍ଯା ଓ ପ୍ରବଞ୍ଚନା ରେ ବିଶ୍ବାସ ରଖନ୍ତି ଓ ସମାନେେ ଫରେିବାକୁ ଅସମ୍ମତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯିରୂଶାଲମସ୍ଥ ଏହି ଲୋକମାନେ ଚିରକାଳ ବିପଥଗମନରେ କାହିଁକି ବିପଥଗାମୀ ହୋଇଅଛନ୍ତି? ସେମାନେ ପ୍ରବଞ୍ଚନା ଦୃଢ଼ ରୂପେ ଧରନ୍ତି, ସେମାନେ ଫେରିବାକୁ ଅସମ୍ମତ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦା ଓ ଯିରୁଶାଲମର ଲୋକମାନେ କାହିଁକି ଚିରକାଳ ବିପଥଗାମୀ ହୋଇଅଛନ୍ତି? ସେମାନେ ମିଥ୍ୟା ଓ ପ୍ରବଞ୍ଚନାରେ ବିଶ୍ୱାସ ରଖନ୍ତି ଓ ସେମାନେ ଫେରିବାକୁ ଅସମ୍ମତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯିରୂଶାଲମସ୍ଥ ଏହି ଲୋକମାନେ ଚିରକାଳ ବିପଥଗମନରେ କାହିଁକି ବିପଥଗାମୀ ହୋଇଅଛନ୍ତି? ସେମାନେ ପ୍ରବଞ୍ଚନା ଦୃଢ଼ ରୂପେ ଧରନ୍ତି, ସେମାନେ ଫେରିବାକୁ ଅସମ୍ମତ।
Odia IRV 2017 (ଓଡିଆ ବାଇବେଲ)
ତେବେ ଯିରୂଶାଲମସ୍ଥ ଏହି ଲୋକମାନେ ଚିରକାଳ ବିପଥଗମନରେ କାହିଁକି ବିପଥଗାମୀ ହୋଇଅଛନ୍ତି? ସେମାନେ ପ୍ରବଞ୍ଚନା ଦୃଢ଼ ରୂପେ ଧରନ୍ତି, ସେମାନେ ଫେରିବାକୁ ଅସମ୍ମତ।