Jeremiah 8:7 — Compare Translations
5 translations compared side by side
Odia - 1840
"ଏପରିକି ଆକାଶର ପକ୍ଷୀଗଣ ନିଜ ନିଜ ନିରୂପିତ ସମୟ ଜାଣନ୍ତି। ଆଉ ଘୁଘୁ, ତାଳଚୋଞ୍ଚ ଓ ସାରସ ନିଜ ନିଜର ଆସିବା ସମୟ ରକ୍ଷା କରନ୍ତି। ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିଯମ ଜାଣନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ଆକାଶଗାମିନୀ ଚରଳ ଆପଣାର ନିରୂପିତ ସମୟ ଜାଣେ; ଆଉ, ଘୁଘୁ ଓ ତାଳଚୋଞ୍ଚ ଓ ସାରସ ଆପଣା ଆପଣାର ଆସିବାର କାଳ ରକ୍ଷା କରନ୍ତି; ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିୟମ ଜାଣନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏପରିକି ଆକାଶର ପକ୍ଷୀଗଣ ନିଜ ନିଜ ନିରୂପିତ ସମୟ ଜାଣନ୍ତି। ଆଉ ଘୁଘୁ, ତାଳଚୋଞ୍ଚ ଓ ସାରସ ନିଜ ନିଜର ଆସିବା ସମୟ ରକ୍ଷା କରନ୍ତି। ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିୟମ ଜାଣନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ଆକାଶଗାମିନୀ ଚରଳ ଆପଣାର ନିରୂପିତ ସମୟ ଜାଣେ; ଆଉ, କପୋତ, ତାଳଚୋଞ୍ଚ ଓ ସାରସ ଆପଣା ଆପଣାର ଆସିବାର କାଳ ରକ୍ଷା କରନ୍ତି; ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିୟମ ଜାଣନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହଁ, ଆକାଶଗାମିନୀ ଚରଳ ଆପଣାର ନିରୂପିତ ସମୟ ଜାଣେ; ଆଉ, କପୋତ, ତାଳଚୋଞ୍ଚ ଓ ସାରସ ଆପଣା ଆପଣାର ଆସିବାର କାଳ ରକ୍ଷା କରନ୍ତି; ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିୟମ ଜାଣନ୍ତି ନାହିଁ।