Jeremiah 8:9 — Compare Translations

5 translations compared side by side

Odia - 1840
"ସହେି 'ଜ୍ଞାନୀ ଲୋକମାନେ' ଲଜ୍ଜିତ ହବେେ, ସମାନେେ ଦ୍ବନ୍ଦ ରେ ପଡ଼ିବେ ଓ ଫାନ୍ଦ ରେ ପଡ଼ିବା ପରି ଅନୁଭବ କରିବେ। ଦେଖ, ସମାନେେ ସଦାପ୍ରଭୁଙ୍କ ଶିକ୍ଷାକୁ ପ୍ରତ୍ଯାଖାନ କଲେ। ସମାନଙ୍କେୁ କିପରି 'ଜ୍ଞାନୀ' ବୋଲି ବିବଚେନା କରାୟିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନୀମାନେ ଲଜ୍ଜିତ ହୋଇଅଛନ୍ତି, ସେମାନେ ଘାବରା ଓ ଧରା ହୋଇଅଛନ୍ତି; ଦେଖ, ସେମାନେ ସଦାପ୍ରଭୁଙ୍କର ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି; ଆଉ, ସେମାନଙ୍କର ଜ୍ଞାନ କିପ୍ରକାର?
Odia Bible ERV 2004 (ପବିତ୍ର ବାଇବଲ)
ସେହି “ଜ୍ଞାନୀ ଲୋକମାନେ” ଲଜ୍ଜିତ ହେବେ, ସେମାନେ ଦ୍ୱନ୍ଦରେ ପଡ଼ିବେ ଓ ଫାନ୍ଦରେ ପଡ଼ିବା ପରି ଅନୁଭବ କରିବେ। ଦେଖ, ସେମାନେ ସଦାପ୍ରଭୁଙ୍କ ଶିକ୍ଷାକୁ ପ୍ରତ୍ୟାଖାନ କଲେ। ସେମାନଙ୍କୁ କିପରି “ଜ୍ଞାନୀ” ବୋଲି ବିବେଚନା କରାଯିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜ୍ଞାନୀମାନେ ଲଜ୍ଜିତ ହୋଇଅଛନ୍ତି, ସେମାନେ ଘାବରା ଓ ଧରା ହୋଇଅଛନ୍ତି; ଦେଖ, ସେମାନେ ସଦାପ୍ରଭୁଙ୍କର ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି; ଆଉ, ସେମାନଙ୍କର ଜ୍ଞାନ କି ପ୍ରକାର?
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନୀମାନେ ଲଜ୍ଜିତ ହୋଇଅଛନ୍ତି, ସେମାନେ ଘାବରା ଓ ଧରା ହୋଇଅଛନ୍ତି; ଦେଖ, ସେମାନେ ସଦାପ୍ରଭୁଙ୍କର ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି; ଆଉ, ସେମାନଙ୍କର ଜ୍ଞାନ କିପ୍ରକାର?