Jeremiah 9:1 — Compare Translations
5 translations compared side by side
Odia - 1840
"ଯବେେ ମାରେ ମସ୍ତକ କଳମଯ ଓ ମାରେ ଚକ୍ଷୁ ଲୋତକର ଝରଣାସ୍ବରୂପ ହୁଅନ୍ତା, ତବେେ ମୁଁ ମାହେର ନିହତ ଲୋକମାନଙ୍କ ପାଇଁ ଅହୋରାତ୍ର କ୍ରନ୍ଦନ କରିପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ଵରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରି ପାରନ୍ତି!
Odia Bible ERV 2004 (ପବିତ୍ର ବାଇବଲ)
ଯେବେ ମୋର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝରଣାସ୍ୱରୂପ ହୁଅନ୍ତା, ତେବେ ମୁଁ ମୋହର ନିହତ ଲୋକମାନଙ୍କ ପାଇଁ ଦିନରାତି କ୍ରନ୍ଦନ କରି ପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ୱରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରିପାରନ୍ତି!
Odia IRV 2017 (ଓଡିଆ ବାଇବେଲ)
ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ୱରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରି ପାରନ୍ତି!