Jeremiah 9:10 — Compare Translations

5 translations compared side by side

Odia - 1840
"ମୁଁ, ଯିରିମିୟ, ପର୍ବତମାନଙ୍କ ପାଇଁ ଓ ପ୍ରାନ୍ତରସ୍ଥ ଚରାସ୍ଥାନ ପାଇଁ କବଳେ ବିଳାପ କରିବି। ସମାନଙ୍କେ ନିମନ୍ତେ ଗୋଳ କରିବି। କାରଣ କହେି ଜୀବନ୍ତ ପ୍ରାଣୀ ସଠାେ ରେ ନ ଥିବେ। କୌଣସି ଲୋକ ୟାତାଯାତ କରିବେ ନାହିଁ। ପଶୁପଲର ରବ ଶୁଣାୟିବ ନାହିଁ। ଆଉ ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟେ ସଠାରୁେ ପଳାଯନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ପର୍ବତମାନର ବିଷୟରେ ରୋଦନ ଓ ହାହାକାର ଓ ପ୍ରାନ୍ତରସ୍ଥ ଚରାସ୍ଥାନସକଳର ବିଷୟରେ ବିଳାପ କରିବି, କାରଣ ସେସବୁ ଦଗ୍ଧ ହୋଇଅଛି ଓ ତହିଁର ମଧ୍ୟ ଦେଇ କେହି ଗତାୟାତ କରେ ନାହିଁ; ଅଥବା ଲୋକମାନେ ପଶୁପଲର ରବ ଶୁଣି ପାରନ୍ତି ନାହିଁ; ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟ ପଳାୟନ କରିଅଛନ୍ତି, ସେମାନେ ଚାଲି ଯାଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ, ଯିରିମିୟ, ପର୍ବତମାନଙ୍କ ପାଇଁ ଓ ପ୍ରାନ୍ତରସ୍ଥ ଚରାସ୍ଥାନ ପାଇଁ କେବଳ ବିଳାପ କରିବି। ସେମାନଙ୍କ ନିମନ୍ତେ ଶୋକ କରିବି। କାରଣ କେହି ଜୀବନ୍ତ ପ୍ରାଣୀ ସେଠାରେ ନ ଥିବେ। କୌଣସି ଲୋକ ଯାତାୟାତ କରିବେ ନାହିଁ। ପଶୁପଲର ରବ ଶୁଣାଯିବ ନାହିଁ। ଆଉ ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟେ ସେଠାରୁ ପଳାୟନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ପର୍ବତମାନର ବିଷୟରେ ରୋଦନ ଓ ହାହାକାର ଓ ପ୍ରାନ୍ତରସ୍ଥ ଚରାସ୍ଥାନସକଳର ବିଷୟରେ ବିଳାପ କରିବି, କାରଣ ସେସବୁ ଦଗ୍ଧ ହୋଇଅଛି ଓ ତହିଁର ମଧ୍ୟଦେଇ କେହି ଗତାୟାତ କରେ ନାହିଁ; ଅଥବା ଲୋକମାନେ ପଶୁପଲର ରବ ଶୁଣି ପାରନ୍ତି ନାହିଁ; ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟ ପଳାୟନ କରିଅଛନ୍ତି, ସେମାନେ ଚାଲି ଯାଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୁଁ ପର୍ବତମାନର ବିଷୟରେ ରୋଦନ ଓ ହାହାକାର ଓ ପ୍ରାନ୍ତରସ୍ଥ ଚରାସ୍ଥାନସକଳର ବିଷୟରେ ବିଳାପ କରିବି, କାରଣ ସେସବୁ ଦଗ୍ଧ ହୋଇଅଛି ଓ ତହିଁର ମଧ୍ୟ ଦେଇ କେହି ଗତାୟାତ କରେ ନାହିଁ; ଅଥବା ଲୋକମାନେ ପଶୁପଲର ରବ ଶୁଣି ପାରନ୍ତି ନାହିଁ; ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟ ପଳାୟନ କରିଅଛନ୍ତି, ସେମାନେ ଚାଲି ଯାଇଅଛନ୍ତି।