Jeremiah 9:11 — Compare Translations
5 translations compared side by side
Odia - 1840
"ପୁଣି ଆମ୍ଭେ ସଦାପ୍ରଭୁ ୟିରୁଶାଲମକୁ ଢ଼ିପି ଓ ଶୃଗାଳମାନଙ୍କ ବାସସ୍ଥାନ ରେ ପରିଣତ କରିବା। ଆଉ ଆମ୍ଭେ ଯିହୁଦାର ନଗରସମୂହକୁ ନିର୍ଜନ ଧ୍ବଂସସ୍ଥାନ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଯିରୂଶାଲମକୁ ଢିପି ଓ ଶୃଗାଳଗଣର ବାସସ୍ଥାନ କରିବା; ଆଉ, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ଵଂସସ୍ଥାନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ଆମ୍ଭେ ସଦାପ୍ରଭୁ ଯିରୁଶାଲମକୁ ଢିପି ଓ ଶୃଗାଳମାନଙ୍କ ବାସସ୍ଥାନରେ ପରିଣତ କରିବା। ଆଉ ଆମ୍ଭେ ଯିହୁଦାର ନଗରସମୂହକୁ ନିର୍ଜନ ଧ୍ୱଂସସ୍ଥାନ କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଯିରୂଶାଲମକୁ ଢିପି ଓ ଶୃଗାଳଗଣର ବାସସ୍ଥାନ କରିବା; ଆଉ, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଯିରୂଶାଲମକୁ ଢିପି ଓ ଶୃଗାଳଗଣର ବାସସ୍ଥାନ କରିବା; ଆଉ, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।