Jeremiah 9:12 — Compare Translations

5 translations compared side by side

Odia - 1840
"ଏହା ବୁଝିଲାଭଳି କୌଣସି ଜ୍ଞାନୀ ବ୍ଯକ୍ତି ଏଠା ରେ ଅଛନ୍ତି କି? ସଦାପ୍ରଭୁଙ୍କ ଦ୍ବାରା ଶିକ୍ଷା ପାଇଥିବା ଓ ତାଙ୍କର ମୁଖ ନିଃସୃତ ବାଣୀକୁ ବ୍ଯକ୍ତ କରିବାକୁ କହେି ବ୍ଯକ୍ତି ଅଛି କି? ଦେଶ କାହିଁକି ଧ୍ବଂସପ୍ରାପ୍ତ ହେଲା ଓ ପ୍ରାନ୍ତରସବୁ ଦଗ୍ଧିଭୂତ ହେଲା, କହେି ସଠାେ ରେ ୟାତାଯାତ କଲେ ନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ଯେ ବୁଝିପାରେ, ଏପରି ଜ୍ଞାନୀ ମନୁଷ୍ୟ କିଏ ଅଛି? ଓ ଏହା ବ୍ୟକ୍ତ କରିବା ପାଇଁ ସଦାପ୍ରଭୁଙ୍କର ମୁଖ ଯାହାକୁ ଜ୍ଞାତ କରାଇଅଛି, ଏପରି ବ୍ୟକ୍ତି କିଏ? ଦେଶ କି ନିମନ୍ତେ ବିନଷ୍ଟ ଓ ପ୍ରାନ୍ତର ତୁଲ୍ୟ ଦଗ୍ଧ ହେଲା ଯେ, କେହି ତହିଁର ମଧ୍ୟଦେଇ ଗତାୟାତ କରେ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଏହା ବୁଝିଲାଭଳି କୌଣସି ଜ୍ଞାନୀ ବ୍ୟକ୍ତି ଏଠାରେ ଅଛନ୍ତି କି? ସଦାପ୍ରଭୁଙ୍କ ଦ୍ୱାରା ଶିକ୍ଷା ପାଇଥିବା ଓ ତାଙ୍କର ମୁଖ ନିଃସୃତ ବାଣୀକୁ ବ୍ୟକ୍ତି କରିବାକୁ କେହି ବ୍ୟକ୍ତି ଅଛି କି? ଦେଶ କାହିଁକି ଧ୍ୱଂସପ୍ରାପ୍ତ ହେଲା ଓ ପ୍ରାନ୍ତରସବୁ ଦ‌ଗ୍‌ଧିଭୂତ ହେଲା, କେହି ସେଠାରେ ଯାତାୟାତ କଲେ ନାହିଁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ଯେ ବୁଝିପାରେ, ଏପରି ଜ୍ଞାନୀ ମନୁଷ୍ୟ କିଏ ଅଛି? ଓ ଏହା ବ୍ୟକ୍ତ କରିବା ପାଇଁ ସଦାପ୍ରଭୁଙ୍କର ମୁଖ ଯାହାକୁ ଜ୍ଞାତ କରାଇଅଛି, ଏପରି ବ୍ୟକ୍ତି କିଏ? ଦେଶ କି ନିମନ୍ତେ ବିନଷ୍ଟ ଓ ପ୍ରାନ୍ତର ତୁଲ୍ୟ ଦଗ୍ଧ ହେଲା ଯେ, କେହି ତହିଁର ମଧ୍ୟଦେଇ ଗତାୟାତ କରେ ନାହିଁ?
Odia IRV 2017 (ଓଡିଆ ବାଇବେଲ)