Jeremiah 9:13 — Compare Translations

5 translations compared side by side

Odia - 1840
"ଏସବୁର କାରଣ ସଦାପ୍ରଭୁ କହନ୍ତି, ତାହା ହେଲା ଆମ୍ଭେ ସମାନଙ୍କେ ସମ୍ମୁଖ ରେ ଆମ୍ଭର ଯେଉଁ ବ୍ଯବସ୍ଥାମାନ ରଖିଲୁ ତାହା ସମାନେେ ପରିତ୍ଯାଗ କରିଅଛନ୍ତି। ଆମ୍ଭର ବାକ୍ଯ ପାଳନ କରି ନାହାଁନ୍ତି କି ତଦନୁସା ରେ ଆଚରଣ କରି ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସଦାପ୍ରଭୁ କହନ୍ତି, କାରଣ ଏହି, ଆମ୍ଭେ ସେମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ରଖିଲୁ, ତାହା ସେମାନେ ତ୍ୟାଗ କରିଅଛନ୍ତି ଓ ଆମ୍ଭର ବାକ୍ୟ ପାଳନ କରି ନାହାନ୍ତି, କିଅବା ତଦନୁସାରେ ଆଚରଣ କରି ନାହାନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ଏସବୁର କାରଣ ସଦାପ୍ରଭୁ କହନ୍ତି, “ତାହା ହେଲା ଆମ୍ଭେ ସେମାନଙ୍କ ସମ୍ମୁଖରେ ଆମ୍ଭର ଯେଉଁ ବ୍ୟବସ୍ଥାମାନ ରଖିଲୁ ତାହା ସେମାନେ ପରିତ୍ୟାଗ କରିଅଛନ୍ତି। ଆମ୍ଭର ବାକ୍ୟ ପାଳନ କରି ନାହାନ୍ତି କି ତଦନୁସାରେ ଆଚରଣ କରି ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସଦାପ୍ରଭୁ କହନ୍ତି, “କାରଣ ଏହି, ଆମ୍ଭେ ସେମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ରଖିଲୁ, ତାହା ସେମାନେ ତ୍ୟାଗ କରିଅଛନ୍ତି ଓ ଆମ୍ଭର ବାକ୍ୟ ପାଳନ କରି ନାହାନ୍ତି, କିଅବା ତଦନୁସାରେ ଆଚରଣ କରି ନାହାନ୍ତି;
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସଦାପ୍ରଭୁ କହନ୍ତି, “କାରଣ ଏହି, ଆମ୍ଭେ ସେମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ରଖିଲୁ, ତାହା ସେମାନେ ତ୍ୟାଗ କରିଅଛନ୍ତି ଓ ଆମ୍ଭର ବାକ୍ୟ ପାଳନ କରି ନାହାନ୍ତି, କିଅବା ତଦନୁସାରେ ଆଚରଣ କରି ନାହାନ୍ତି;