Jeremiah 9:14 — Compare Translations
5 translations compared side by side
Odia - 1840
"ସମାନେେ ନିଜ ଇଚ୍ଛାନୁସା ରେ ଅବାଧ୍ଯ ହାଇେଛନ୍ତି ଓ ପୂର୍ବପୁରୁଷମାନଙ୍କ ଶିକ୍ଷାନୁସା ରେ ବାଲ୍ଦବେ ତାଙ୍କର ଅନୁଗାମୀ ହାଇେ ଆଚରଣ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଶିକ୍ଷାମତେ ବାଲ୍ ଦେବଗଣର ଅନୁଗାମୀ ହୋଇ ଆଚରଣ କରିଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ନିଜ ଇଚ୍ଛାନୁସାରେ ଅବାଧ୍ୟ ହୋଇଛନ୍ତି ଓ ପୂର୍ବପୁରୁଷମାନଙ୍କ ଶିକ୍ଷାନୁସାରେ ବାଲ୍ଦେବ ତାଙ୍କର ଅନୁଗାମୀ ହୋଇ ଆଚରଣ କରିଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଶିକ୍ଷାମତେ ବାଲ୍ ନାମକ ଦେବଗଣର ଅନୁଗାମୀ ହୋଇ ଆଚରଣ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଶିକ୍ଷାମତେ ବାଲ୍ ନାମକ ଦେବଗଣର ଅନୁଗାମୀ ହୋଇ ଆଚରଣ କରିଅଛନ୍ତି।”