Jeremiah 9:15 — Compare Translations
5 translations compared side by side
Odia - 1840
"ତେଣୁ ଇଶ୍ରାୟେଲର ପରମେଶ୍ବର ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ସମାନଙ୍କେୁ ତିକ୍ତ ଭୋଜନ କରାଇବା ଓ ବିଷବୃକ୍ଷର ରସ ସମାନଙ୍କେୁ ପାନ କରିବାକୁ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ଇସ୍ରାଏଲର ପରମେଶ୍ଵର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ, ଅର୍ଥାତ୍, ଏହି ଲୋକମାନଙ୍କୁ ନାଗଦଅଣା ଭୋଜନ କରାଇବା ଓ ବିଷ-ବୃକ୍ଷର ରସ ସେମାନଙ୍କୁ ପାନ କରିବାକୁ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ତିକ୍ତ ଭୋଜନ କରାଇବା ଓ ବିଷବୃକ୍ଷର ରସ ସେମାନଙ୍କୁ ପାନ କରିବାକୁ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ, ଅର୍ଥାତ୍, ଏହି ଲୋକମାନଙ୍କୁ ତିକ୍ତ ଫଳ ଭୋଜନ କରାଇବା ଓ ବିଷବୃକ୍ଷର ରସ ସେମାନଙ୍କୁ ପାନ କରିବାକୁ ଦେବା।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କୁ, ଅର୍ଥାତ୍, ଏହି ଲୋକମାନଙ୍କୁ ତିକ୍ତ ଫଳ ଭୋଜନ କରାଇବା ଓ ବିଷବୃକ୍ଷର ରସ ସେମାନଙ୍କୁ ପାନ କରିବାକୁ ଦେବା।