Jeremiah 9:16 — Compare Translations

5 translations compared side by side

Odia - 1840
"ସମାନେେ କିଅବା ସମାନଙ୍କେର ପୂର୍ବପୁରୁଷ ଜାଣି ନ ଥିବା ଦେଶୀଯମାନଙ୍କ ମଧିଅରେ ସମାନଙ୍କେୁ ଛିନ୍ନଭିନ୍ନ କରିବା। ସମାନଙ୍କେୁ ସଂହାର ନ କରିବା ୟାଏ ସମାନଙ୍କେ ପଛ ରେ ଖଡ୍ଗ ପଠାଇବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଯେଉଁମାନଙ୍କୁ ସେମାନେ କିଅବା ସେମାନଙ୍କର ପୂର୍ବପୁରୁଷମାନେ ଜାଣି ନାହାନ୍ତି, ଏପରି ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା; ପୁଣି, ଆମ୍ଭେ ଯେଯାଏ ସେମାନଙ୍କୁ ସଂହାର ନ କରୁ, ସେଯାଏ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ଼୍‍ଗ ପଠାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କିଅବା ସେମାନଙ୍କର ପୂର୍ବପୁରୁଷ ଜାଣି ନ ଥିବା ଦେଶୀୟମାନଙ୍କ ମଧ୍ୟରେ ସେମାନଙ୍କୁ ଛିନ୍ନଭିନ୍ନ କରିବା। ସେମାନଙ୍କୁ ସଂହାର ନ କରିବା ଯାଏ ସେମାନଙ୍କ ପଛରେ ‌‌ଖ‌ଡ଼୍‌ଗ ପଠାଇବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଯେଉଁମାନଙ୍କୁ ସେମାନେ କିଅବା ସେମାନଙ୍କର ପୂର୍ବପୁରୁଷମାନେ ଜାଣି ନାହାନ୍ତି, ଏପରି ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା; ପୁଣି, ଆମ୍ଭେ ଯେପର୍ଯ୍ୟନ୍ତ ସେମାନଙ୍କୁ ସଂହାର ନ କରୁ, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ୍ଗ ପଠାଇବା।”
Odia IRV 2017 (ଓଡିଆ ବାଇବେଲ)