Jeremiah 9:17 — Compare Translations

5 translations compared side by side

Odia - 1840
"ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ବିବଚେନା କର ଓ ବିଳାପକାରିଣୀ ସ୍ତ୍ରୀମାନଙ୍କୁ ଆସିବା ପାଇଁ ଡ଼ାକ ଓ ନିପୁଣା ସ୍ତ୍ରୀମାନଙ୍କର ଆସିବା ପାଇଁ ଲୋକ ପଠାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ବିବେଚନା କର ଓ ବିଳାପକାରିଣୀ ସ୍ତ୍ରୀମାନଙ୍କୁ ଆସିବା ପାଇଁ ଡାକ ଓ ନିପୁଣା ସ୍ତ୍ରୀମାନଙ୍କର ଆସିବା ପାଇଁ ଲୋକ ପଠାଅ;
Odia Bible ERV 2004 (ପବିତ୍ର ବାଇବଲ)
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ବିବେଚନା କର ଓ ବିଳାପକାରିଣୀ ସ୍ତ୍ରୀମାନଙ୍କୁ ଆସିବା ପାଇଁ ଡାକ ଓ ନିପୁଣା ସ୍ତ୍ରୀମାନଙ୍କର ଆସିବା ପାଇଁ ଲୋକ ପଠାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ବିବେଚନା କର ଓ ବିଳାପକାରିଣୀ ସ୍ତ୍ରୀମାନଙ୍କୁ ଆସିବା ପାଇଁ ଡାକ ଓ ନିପୁଣା ସ୍ତ୍ରୀମାନଙ୍କର ଆସିବା ପାଇଁ ଲୋକ ପଠାଅ;
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ବିବେଚନା କର ଓ ବିଳାପକାରିଣୀ ସ୍ତ୍ରୀମାନଙ୍କୁ ଆସିବା ପାଇଁ ଡାକ ଓ ନିପୁଣା ସ୍ତ୍ରୀମାନଙ୍କର ଆସିବା ପାଇଁ ଲୋକ ପଠାଅ;