Jeremiah 9:18 — Compare Translations

5 translations compared side by side

Odia - 1840
"ସମାନେେ କହନ୍ତି, ' ସହେି ସ୍ତ୍ରୀ ଲୋକମାନେ ଶୀଘ୍ର ଆସନ୍ତୁ ଓ ଆମ୍ଭମାନଙ୍କ ପାଇଁ ବିଳାପ କରନ୍ତୁ। ଆମ୍ଭର ଚକ୍ଷୁ ଯେପରି ଲୋତକରେ ପୂର୍ଣ୍ଣ ହବେ ଓ ଚକ୍ଷୁରୁ ଯେପରି ଲୋତକର ନିର୍ଝର ନିର୍ଗତ ହବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କର ଚକ୍ଷୁ ଯେପରି ଲୋତକରେ ଭାସିଯିବ ଓ ଆମ୍ଭମାନଙ୍କ ଚକ୍ଷୁ-ପତାରୁ ଜଳଧାରା ନିର୍ଗତ ହେବ, ଏଥିପାଇଁ ସେମାନେ ଶୀଘ୍ର ଆସି ଆମ୍ଭମାନଙ୍କ ନିମନ୍ତେ ହାହାକାର କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କହନ୍ତି, ‘ସେହି ସ୍ତ୍ରୀଲୋକମାନେ ଶୀଘ୍ର ଆସନ୍ତୁ ଓ ଆମ୍ଭମାନଙ୍କ ପାଇଁ ବିଳାପ କରନ୍ତୁ। ଆମ୍ଭର ଚକ୍ଷୁ ଯେପରି ଲୋତକରେ ପୂର୍ଣ୍ଣ ହେବ ଓ ଚକ୍ଷୁରୁ ଯେପରି ଲୋତକର ନିର୍ଝର ନିର୍ଗତ ହେବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କର ଚକ୍ଷୁ ଯେପରି ଲୋତକରେ ଭାସିଯିବ ଓ ଆମ୍ଭମାନଙ୍କ ଚକ୍ଷୁପତାରୁ ଜଳଧାରା ନିର୍ଗତ ହେବ, ଏଥିପାଇଁ ସେମାନେ ଶୀଘ୍ର ଆସି ଆମ୍ଭମାନଙ୍କ ନିମନ୍ତେ ହାହାକାର କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କର ଚକ୍ଷୁ ଯେପରି ଲୋତକରେ ଭାସିଯିବ ଓ ଆମ୍ଭମାନଙ୍କ ଚକ୍ଷୁପତାରୁ ଜଳଧାରା ନିର୍ଗତ ହେବ, ଏଥିପାଇଁ ସେମାନେ ଶୀଘ୍ର ଆସି ଆମ୍ଭମାନଙ୍କ ନିମନ୍ତେ ହାହାକାର କରନ୍ତୁ।”