Jeremiah 9:19 — Compare Translations

5 translations compared side by side

Odia - 1840
"କାରଣ ସିୟୋନରୁ ଏହି ହାହାକାର ଶବ୍ଦ ଶୁଣାଯାଉଛି। 'ଆମ୍ଭମାନେେ ପ୍ରକୃତ ରେ ବିନଷ୍ଟ ହାଇେଅଛୁ। ଆମ୍ଭମାନେେ ବିଶଷେ ଭାବରେ ଲଜ୍ଜିତ, କାରଣ ଆମ୍ଭର ବାସସ୍ଥାନ ଧୂଳିସାତ୍ ହାଇେଅଛି ଓ ଆମ୍ଭମାନେେ ଦେଶ ପରିତ୍ଯାଗ କରିଅଛୁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସିୟୋନଠାରୁ ଏହି ହାହାକାର ଶଦ୍ଦ ଶୁଣା ଯାଉଅଛି, ଆମ୍ଭେମାନେ କିପରି ବିନଷ୍ଟ ହୋଇଅଛୁ! ଲୋକମାନେ ଆମ୍ଭମାନଙ୍କର ବାସସ୍ଥାନ ଭୂମିସାତ୍ କରିବାରୁ ଆମ୍ଭେମାନେ ଦେଶ ତ୍ୟାଗ କରି ଅତିଶୟ ଲଜ୍ଜିତ ହୋଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
“କାରଣ ସିୟୋନରୁ ଏହି ହାହାକାର ଶବ୍ଦ ଶୁଣାଯାଉଛି। ‘ଆମ୍ଭେମାନେ ପ୍ରକୃତରେ ବିନଷ୍ଟ ହୋଇଅଛୁ। ଆମ୍ଭେମାନେ ବିଶେଷ ଭାବରେ ଲଜ୍ଜିତ, କାରଣ ଆମ୍ଭର ବାସସ୍ଥାନ ଧୂଳିସାତ୍ ହୋଇଅଛି ଓ ଆମ୍ଭେମାନେ ଦେଶ ପରିତ୍ୟାଗ କରିଅଛୁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସିୟୋନଠାରୁ ଏହି ହାହାକାର ଶବ୍ଦ ଶୁଣା ଯାଉଅଛି, ‘ଆମ୍ଭେମାନେ କିପରି ବିନଷ୍ଟ ହୋଇଅଛୁ! ଲୋକମାନେ ଆମ୍ଭମାନଙ୍କର ବାସସ୍ଥାନ ଭୂମିସାତ୍‍ କରିବାରୁ ଆମ୍ଭେମାନେ ଦେଶ ତ୍ୟାଗ କରି ଅତିଶୟ ଲଜ୍ଜିତ ହୋଇଅଛୁ।’”
Odia IRV 2017 (ଓଡିଆ ବାଇବେଲ)
କାରଣ ସିୟୋନଠାରୁ ଏହି ହାହାକାର ଶବ୍ଦ ଶୁଣା ଯାଉଅଛି, ଆମ୍ଭେମାନେ କିପରି ବିନଷ୍ଟ ହୋଇଅଛୁ! ଲୋକମାନେ ଆମ୍ଭମାନଙ୍କର ବାସସ୍ଥାନ ଭୂମିସାତ୍‍ କରିବାରୁ ଆମ୍ଭେମାନେ ଦେଶ ତ୍ୟାଗ କରି ଅତିଶୟ ଲଜ୍ଜିତ ହୋଇଅଛୁ।