Jeremiah 9:2 — Compare Translations

5 translations compared side by side

Odia - 1840
"ଆଉ ଯଦି ପଥିକମାନଙ୍କର ବସାପରି ପ୍ରାନ୍ତର ରେ ମାରେ ଗୋଟିଏ ବସା ଥାଆନ୍ତା, ତବେେ ମୁଁ ନିଜ ଲୋକମାନଙ୍କୁ ତ୍ଯାଗ କରି ସମାନଙ୍କେଠାରୁ ଦୂ ରଇେ ୟାଇ ପାରନ୍ତି। କାରଣ ସମାନେେ ସମସ୍ତେ ବ୍ଯଭିଚାରୀ ଓ ପରମେଶ୍ବରଙ୍କ ପ୍ରତି ବିଶ୍ବାସଘାତକତା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଃ, ପଥିକମାନଙ୍କର ବସା ପରି ଯେବେ ପ୍ରାନ୍ତରରେ ମୋର ଗୋଟିଏ ବସା ଥାʼନ୍ତା, ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ସ୍ଥାନାନ୍ତରକୁ ଯାଇ ପାରନ୍ତି! କାରଣ ସେସମସ୍ତେ ବ୍ୟଭିଚାରୀ, ବିଶ୍ଵାସଘାତକ ଲୋକଙ୍କର ସମାଜ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯଦି ପଥିକମାନଙ୍କର ବସାପରି ପ୍ରାନ୍ତରରେ ମୋର ଗୋଟିଏ ବସା ଥା’ନ୍ତା, ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ଦୂରେଇ ଯାଇ ପାରନ୍ତି। କାରଣ ସେମାନେ ସମସ୍ତେ ବ୍ୟଭିଗ୍ଭରୀ ଓ ପରମେଶ୍ୱରଙ୍କ ପ୍ରତି ବିଶ୍ୱାସଘାତକତା କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଃ, ପଥିକମାନଙ୍କର ବସା ପରି ଯଦି ପ୍ରାନ୍ତରରେ ମୋର ଗୋଟିଏ ବସା ଥାʼନ୍ତା, ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ସ୍ଥାନାନ୍ତରକୁ ଯାଇ ପାରନ୍ତି! କାରଣ ସେମାନେ ସମସ୍ତେ ବ୍ୟଭିଚାରୀ, ବିଶ୍ୱାସଘାତକ ଲୋକଙ୍କର ସମାଜ।
Odia IRV 2017 (ଓଡିଆ ବାଇବେଲ)
ଆଃ, ପଥିକମାନଙ୍କର ବସା ପରି ଯଦି ପ୍ରାନ୍ତରରେ ମୋର ଗୋଟିଏ ବସା ଥା’ନ୍ତା, ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ସ୍ଥାନାନ୍ତରକୁ ଯାଇ ପାରନ୍ତି! କାରଣ ସେମାନେ ସମସ୍ତେ ବ୍ୟଭିଚାରୀ, ବିଶ୍ୱାସଘାତକ ଲୋକଙ୍କର ସମାଜ।