Jeremiah 9:20 — Compare Translations

5 translations compared side by side

Odia - 1840
"ତେଣୁ ହେ ଯିହୁଦାର ରମଣୀଗଣ, ସଦାପ୍ରଭୁଙ୍କର ବାକ୍ଯ ଶୁଣ, ତୁମ୍ଭମାନଙ୍କର କର୍ଣ୍ଣ ତାଙ୍କର ମୁଖ ନିଃସୃତ ବାକ୍ଯ ଗ୍ରହଣ କରୁ। ଆଉ ତୁମ୍ଭମାନେେ ନିଜ ନିଜ କନ୍ଯାମାନଙ୍କୁ ହାହାକାର କରିବାକୁ ଓ ପ୍ରେତ୍ୟକକ ନିଜ ପ୍ରତିବେଶୀନୀକୁ ବିଳାପ କରିବାକୁ ଶିକ୍ଷା ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଆଗୋ ସ୍ତ୍ରୀମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ତୁମ୍ଭମାନଙ୍କର କର୍ଣ୍ଣ ତାହାଙ୍କର ମୁଖନିର୍ଗତ ବାକ୍ୟ ଗ୍ରହଣ କରୁ, ଆଉ ତୁମ୍ଭେମାନେ ଆପଣା ଆପଣା କନ୍ୟାମାନଙ୍କୁ ହାହାକାର କରିବାର ଓ ପ୍ରତ୍ୟେକେ ଆପଣା ପ୍ରତିବାସିନୀକି ବିଳାପ କରିବାର ଶିକ୍ଷା ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ହେ ଯିହୁଦାର ରମଣୀଗଣ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ତୁମ୍ଭମାନଙ୍କର କର୍ଣ୍ଣ ତାଙ୍କର ମୁଖ ନିଃସୃତ ବାକ୍ୟ ଗ୍ରହଣ କରୁ। ଆଉ “ତୁମ୍ଭେମାନେ ନିଜ ନିଜ କନ୍ୟାମାନଙ୍କୁ ହାହାକାର କରିବାକୁ ଓ ପ୍ରତ୍ୟେକ ନିଜ ପ୍ରତିବାସିନୀକୁ ବିଳାପ କରିବାକୁ ଶିକ୍ଷା ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଆଗୋ ସ୍ତ୍ରୀମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ତୁମ୍ଭମାନଙ୍କର କର୍ଣ୍ଣ ତାହାଙ୍କର ମୁଖନିର୍ଗତ ବାକ୍ୟ ଗ୍ରହଣ କରୁ, ଆଉ ତୁମ୍ଭେମାନେ ଆପଣା ଆପଣା କନ୍ୟାମାନଙ୍କୁ ହାହାକାର କରିବାର ଓ ପ୍ରତ୍ୟେକେ ଆପଣା ପ୍ରତିବାସିନୀକୁ ବିଳାପ କରିବାର ଶିକ୍ଷା ଦିଅ।
Odia IRV 2017 (ଓଡିଆ ବାଇବେଲ)
ତଥାପି ଆଗୋ ସ୍ତ୍ରୀମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ତୁମ୍ଭମାନଙ୍କର କର୍ଣ୍ଣ ତାହାଙ୍କର ମୁଖ ନିର୍ଗତ ବାକ୍ୟ ଗ୍ରହଣ କରୁ, ଆଉ ତୁମ୍ଭେମାନେ ଆପଣା ଆପଣା କନ୍ୟାମାନଙ୍କୁ ହାହାକାର କରିବାର ଓ ପ୍ରତ୍ୟେକେ ଆପଣା ପ୍ରତିବାସିନୀକୁ ବିଳାପ କରିବାର ଶିକ୍ଷା ଦିଅ।