Jeremiah 9:21 — Compare Translations
5 translations compared side by side
Odia - 1840
"'କାରଣ ମୃତ୍ଯୁ ଆମ୍ଭମାନଙ୍କର ଝରକା ଦଇେ ଆମ୍ଭମାନଙ୍କର ପ୍ରାସାଦ ରେ ପ୍ରବେଶ କରିଅଛି। ଏହା ବାହା ରେ ବାଳକମାନଙ୍କୁ ଓ ନଗରର ଛକମାନଙ୍କ ରେ ୟୁବକମାନଙ୍କୁ ସଂହାର କରିବାକୁ ପ୍ରସ୍ତୁତ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୃତ୍ୟୁ ଆମ୍ଭମାନଙ୍କର ଝରକା ଦେଇ ଆସି ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପ୍ରବେଶ କରିଅଛି; ସେ ବାହାରେ ବାଳକମାନଙ୍କୁ ଓ ଛକରେ ଯୁବାମାନଙ୍କୁ ଉଚ୍ଛିନ୍ନ କରିବାକୁ ଉଦ୍ୟତ ।
Odia Bible ERV 2004 (ପବିତ୍ର ବାଇବଲ)
“କାରଣ ମୃତ୍ୟୁ ଆମ୍ଭମାନଙ୍କର ଝରକା ଦେଇ ଆମ୍ଭମାନଙ୍କର ପ୍ରାସାଦରେ ପ୍ରବେଶ କରିଅଛି। ଏହା ବାହାରେ ବାଳକମାନଙ୍କୁ ଓ ନଗରର ଛକମାନଙ୍କରେ ଯୁବକମାନଙ୍କୁ ସଂହାର କରିବାକୁ ପ୍ରସ୍ତୁତ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୃତ୍ୟୁୁ ଆମ୍ଭମାନଙ୍କର ଝରକା ଦେଇ ଆସି ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପ୍ରବେଶ କରିଅଛି; ସେ ବାହାରେ ବାଳକମାନଙ୍କୁ ଓ ଛକରେ ଯୁବାମାନଙ୍କୁ ଉଚ୍ଛିନ୍ନ କରିବାକୁ ଉଦ୍ୟତ।
Odia IRV 2017 (ଓଡିଆ ବାଇବେଲ)
କାରଣ ମୃତ୍ୟୁୁ ଆମ୍ଭମାନଙ୍କର ଝରକା ଦେଇ ଆସି ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପ୍ରବେଶ କରିଅଛି; ସେ ବାହାରେ ବାଳକମାନଙ୍କୁ ଓ ଛକରେ ଯୁବାମାନଙ୍କୁ ଉଚ୍ଛିନ୍ନ କରିବାକୁ ଉଦ୍ୟତ।