Jeremiah 9:23 — Compare Translations

5 translations compared side by side

Odia - 1840
"ଆଉ ସଦାପ୍ରଭୁ କହନ୍ତି, ଜ୍ଞାନବାନ୍ ଆପଣା ଜ୍ଞାନ ରେ ଦର୍ପ ନ କରୁ, ବଳବାନ୍ ଆପଣା ବଳ ରେ ଦର୍ପ ନ କରୁ ଓ ଧନବାନ୍ ଆପଣା ଧନ ରେ ଗର୍ବ ନ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି, ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ;
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସଦାପ୍ରଭୁ କହନ୍ତି, “ଜ୍ଞାନବାନ୍ ଆପଣା ଜ୍ଞାନରେ ଦର୍ପ ନ କରୁ, ବଳବାନ୍ ଆପଣା ବଳରେ ଦର୍ପ ନ କରୁ ଓ ଧନବାନ୍ ଆପଣା ଧନରେ ଗର୍ବ ନ କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି, “ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ;
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି, “ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ;