Jeremiah 9:24 — Compare Translations
5 translations compared side by side
Odia - 1840
"ଯଦି କହେି ଦର୍ପ କରିବ, ତବେେ ସେ ଆମ୍ଭକୁ ଚିହ୍ନେ ଓ ଜାଣେ ବୋଲି ଦର୍ପ କରୁ। ଆମ୍ଭେ ସଦାପ୍ରଭୁଙ୍କ ଜଗତ ରେ ସ୍ନହେ, କରୁଣା ବିଚାର ଓ ଧର୍ମସାଧନ କରୁ, କାରଣ ସଦାପ୍ରଭୁ କହନ୍ତି ଏସବୁ ରେ ଆମ୍ଭର ସନ୍ତାଷେ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ କେହି ଦର୍ପ କରେ, ତେବେ ସେ ଆମ୍ଭକୁ ଚିହ୍ନେ ଓ ଜାଣେ ବୋଲି ଦର୍ପ କରୁ; ଆମ୍ଭେ ସଦାପ୍ରଭୁ, ପୃଥିବୀରେ ସ୍ନେହପୂର୍ଣ୍ଣ କରୁଣା, ବିଚାର ଓ ଧର୍ମ ସାଧନ କରୁ, କାରଣ ସଦାପ୍ରଭୁ କହନ୍ତି, ଏସବୁରେ ଆମ୍ଭର ସନ୍ତୋଷ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କେହି ଦର୍ପ କରିବ, ତେବେ ସେ ଆମ୍ଭକୁ ଚିହ୍ନେ ଓ ଜାଣେ ବୋଲି ଦର୍ପ କରୁ। ଆମ୍ଭେ ସଦାପ୍ରଭୁଙ୍କ ଜଗତରେ ସ୍ନେହ, କରୁଣା ବିଗ୍ଭର ଓ ଧର୍ମସାଧନ କରୁ, କାରଣ ସଦାପ୍ରଭୁ କହନ୍ତି ଏସବୁରେ ଆମ୍ଭର ସନ୍ତୋଷ ଥାଏ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେବେ କେହି ଦର୍ପ କରେ, ତେବେ ସେ ଆମ୍ଭକୁ ଚିହ୍ନେ ଓ ଜାଣେ ବୋଲି ଦର୍ପ କରୁ; ଆମ୍ଭେ ସଦାପ୍ରଭୁ, ପୃଥିବୀରେ ସ୍ନେହପୂର୍ଣ୍ଣ କରୁଣା, ବିଚାର ଓ ଧର୍ମ ସାଧନ କରୁ, କାରଣ ସଦାପ୍ରଭୁ କହନ୍ତି, ଏସବୁରେ ଆମ୍ଭର ସନ୍ତୋଷ ଥାଏ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେବେ କେହି ଦର୍ପ କରେ, ତେବେ ସେ ଆମ୍ଭକୁ ଚିହ୍ନେ ଓ ଜାଣେ ବୋଲି ଦର୍ପ କରୁ; ଆମ୍ଭେ ସଦାପ୍ରଭୁ, ପୃଥିବୀରେ ସ୍ନେହପୂର୍ଣ୍ଣ କରୁଣା, ବିଚାର ଓ ଧର୍ମ ସାଧନ କରୁ, କାରଣ ସଦାପ୍ରଭୁ କହନ୍ତି, ଏସବୁରେ ଆମ୍ଭର ସନ୍ତୋଷ ଥାଏ।”