Jeremiah 9:25 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କହନ୍ତି ଦେଖ, ଆମ୍ଭେ ଯେଉଁ ସମୟରେ ସୁନ୍ନତ ଲୋକମାନଙ୍କୁ ସମାନଙ୍କେର ଅସୁନ୍ନତ ଅନୁସାରେ ଦଣ୍ଡ ଦବୋ, ଏପରି ସମୟ ଆସୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଯେଉଁ ସମୟରେ ସୁନ୍ନତ ଲୋକମାନଙ୍କୁ ସେମାନଙ୍କର ଅସୁନ୍ନତ ଅନୁସାରେ ଦଣ୍ତ ଦେବା, ଏପରି ସମୟ ଆସୁଅଛି;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି ଦେଖ, “ଆମ୍ଭେ ଯେଉଁ ସମୟରେ ସୁନ୍ନତ ଲୋକମାନଙ୍କୁ ସେମାନଙ୍କର ଅସୁନ୍ନତ ଅନୁସାରେ ଦଣ୍ଡ ଦେବା, ଏପରି ସମୟ ଆସୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଯେଉଁ ସମୟରେ ସୁନ୍ନତ ଲୋକମାନଙ୍କୁ ସେମାନଙ୍କର ଅସୁନ୍ନତ ଅନୁସାରେ ଦଣ୍ଡ ଦେବା, ଏପରି ସମୟ ଆସୁଅଛି;
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଯେଉଁ ସମୟରେ ସୁନ୍ନତ ଲୋକମାନଙ୍କୁ ସେମାନଙ୍କର ଅସୁନ୍ନତ ଅନୁସାରେ ଦଣ୍ଡ ଦେବା, ଏପରି ସମୟ ଆସୁଅଛି;