Jeremiah 9:26 — Compare Translations
5 translations compared side by side
Odia - 1840
"ଆମ୍ଭେ ମିଶର, ଯିହୁଦା, ଇଦୋମ, ଅମ୍ମାନେ ଓ ମାୟୋବର ସନ୍ତାନଗଣଙ୍କୁ ଓ ସମସ୍ତ ପ୍ରାନ୍ତରବାସୀଙ୍କୁ ଦଣ୍ଡ ଦବୋ, କାରଣ ସମାନେେ ଶରୀର ରେ ଅସୁନ୍ନତ ମାତ୍ର ସମଗ୍ର ଇଶ୍ରାୟେଲ ଅନ୍ତଃକରଣ ରେ ଅସୁନ୍ନତ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ମିସରକୁ ଓ ଯିହୁଦାକୁ, ଇଦୋମକୁ, ଅମ୍ମୋନ-ସନ୍ତାନଗଣକୁ ଓ ମୋୟାବକୁ, ଆପଣା ଆପଣା କେଶ-କୋଣ ମୁଣ୍ତନକାରୀ ପ୍ରାନ୍ତରବାସୀ ସମସ୍ତଙ୍କୁ ଦଣ୍ତ ଦେବା; କାରଣ ସକଳ ଗୋଷ୍ଠୀ ଅସୁନ୍ନତ, ପୁଣି ସମଗ୍ର ଇସ୍ରାଏଲ-ବଂଶ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ମିଶର, ଯିହୁଦା, ଇଦୋମ, ଅମ୍ମୋନ ଓ ମୋୟାବର ସନ୍ତାନଗଣଙ୍କୁ ଓ ସମସ୍ତ ପ୍ରାନ୍ତରବାସୀଙ୍କୁ ଦଣ୍ଡ ଦେବା, କାରଣ ସେମାନେ ଶରୀରରେ ଅସୁନ୍ନତ ମାତ୍ର ସମଗ୍ର ଇସ୍ରାଏଲ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ମିସରକୁ ଓ ଯିହୁଦାକୁ, ଇଦୋମକୁ, ଅମ୍ମୋନ-ସନ୍ତାନଗଣକୁ ଓ ମୋୟାବକୁ, ଆପଣା ଆପଣା କେଶ କୋଣ ମୁଣ୍ଡନକାରୀ ପ୍ରାନ୍ତରବାସୀ ସମସ୍ତଙ୍କୁ ଦଣ୍ଡ ଦେବା; କାରଣ ସକଳ ଗୋଷ୍ଠୀ ଅସୁନ୍ନତ, ପୁଣି ସମଗ୍ର ଇସ୍ରାଏଲ ବଂଶ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ମିସରକୁ ଓ ଯିହୁଦାକୁ, ଇଦୋମକୁ, ଅମ୍ମୋନ ସନ୍ତାନଗଣକୁ ଓ ମୋୟାବକୁ, ଆପଣା ଆପଣା କେଶ କୋଣ ମୁଣ୍ଡନକାରୀ ପ୍ରାନ୍ତରବାସୀ ସମସ୍ତଙ୍କୁ ଦଣ୍ଡ ଦେବା; କାରଣ ସକଳ ଗୋଷ୍ଠୀ ଅସୁନ୍ନତ, ପୁଣି ସମଗ୍ର ଇସ୍ରାଏଲ ବଂଶ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି।”