Jeremiah 9:3 — Compare Translations

5 translations compared side by side

Odia - 1840
"ପୁଣି ସମାନେେ ଅସତ୍ଯତା ନିମନ୍ତେ ନିଜ ନିଜ ଜିହ୍ବାରୂପ ଧନୁକୁ ବକ୍ର କରନ୍ତି। ଆଉ ସମାନେେ ଦେଶ ରେ ବଳିଷ୍ଠ ହାଇେଅଛନ୍ତି, ମାତ୍ର ସତ୍ଯତା ପାଇଁ ନୁହେଁ। କାରଣ ସମାନେେ ପାପ ଉପ ରେ ପାପ କରିବାକୁ ଅଗ୍ରସର ହୁଅନ୍ତି। ସମାନେେ ଆମ୍ଭକୁ ଜାଣନ୍ତି ନାହିଁ। ଏହା ସଦାପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ଵାରୂପ ଧନୁକୁ ବକ୍ର କରନ୍ତି; ଆଉ, ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପକ୍ଷରେ ନୁହେଁ; କାରଣ ସେମାନେ ଦୁଷ୍ଟତା ଉପରେ ଦୁଷ୍ଟତା କରିବା ପାଇଁ ଅଗ୍ରସର ହୁଅନ୍ତି, ସେମାନେ ଆମ୍ଭଙ୍କୁ ଜାଣନ୍ତି ନାହିଁ⇧, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ସେମାନେ ଅସତ୍ୟତା ନିମନ୍ତେ ନିଜ ନିଜ ଜିହ୍ୱାରୂପ ଧନୁକୁ ବକ୍ର କରନ୍ତି। ଆଉ ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପାଇଁ ନୁହେଁ। କାରଣ ସେମାନେ ପାପ ଉପରେ ପାପ କରିବାକୁ ଅଗ୍ରସର ହୁଅନ୍ତି। ସେମାନେ ଆମ୍ଭକୁ ଜାଣନ୍ତି ନାହିଁ।” ଏହା ସଦାପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ୱାରୂପ ଧନୁକୁ ବକ୍ର କରନ୍ତି; ଆଉ, ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପକ୍ଷରେ ନୁହେଁ; କାରଣ ସେମାନେ ଦୁଷ୍ଟତା ଉପରେ ଦୁଷ୍ଟତା କରିବା ପାଇଁ ଅଗ୍ରସର ହୁଅନ୍ତି, ସେମାନେ ଆମ୍ଭଙ୍କୁ ଜାଣନ୍ତି ନାହିଁ, ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ୱାରୂପ ଧନୁକୁ ବକ୍ର କରନ୍ତି; ଆଉ, ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପକ୍ଷରେ ନୁହେଁ; କାରଣ ସେମାନେ ଦୁଷ୍ଟତା ଉପରେ ଦୁଷ୍ଟତା କରିବା ପାଇଁ ଅଗ୍ରସର ହୁଅନ୍ତି, “ସେମାନେ ଆମ୍ଭଙ୍କୁ ଜାଣନ୍ତି ନାହିଁ,” ଏହା ସଦାପ୍ରଭୁ କହନ୍ତି।