Jeremiah 9:4 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ପ୍ରେତ୍ୟକକ ପ୍ରତିବେଶୀ ପ୍ରତି ସାବଧାନ ହୁଅ ଓ କୌଣସି ଭ୍ରାତାକୁ ବିଶ୍ବାସ କର ନାହିଁ। କାରଣ ପ୍ରେତ୍ୟକକ ଭ୍ରାତା ପ୍ରତାରକ ଓ ପ୍ରେତ୍ୟକକ ପ୍ରତିବେଶୀ ତୁମ୍ଭମାନଙ୍କର ନିନ୍ଦା ଗାଇ ବୁଲିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ପ୍ରତ୍ୟେକେ ଆପଣା ପ୍ରତିବାସୀ ବିଷୟରେ ସାବଧାନ ହୁଅ ଓ କୌଣସି ଭ୍ରାତାଠାରେ ବିଶ୍ଵାସ କର ନାହିଁ; କାରଣ ପ୍ରତ୍ୟେକ ଭ୍ରାତା ନିତା; ଅପହରଣ କରିବ ଓ ପ୍ରତ୍ୟେକ ପ୍ରତିବାସୀ ନିନ୍ଦା ଘେନି ବୁଲିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ପ୍ରତ୍ୟେକ ପ୍ରତିବାସୀ ପ୍ରତି ସାବଧାନ ହୁଅ ଓ କୌଣସି ଭ୍ରାତାକୁ ବିଶ୍ୱାସ କର ନାହିଁ। କାରଣ ପ୍ରତ୍ୟେକ ଭ୍ରାତା ପ୍ରତାରକ ଓ ପ୍ରତ୍ୟେକ ପ୍ରତିବାସୀ ତୁମ୍ଭମାନଙ୍କର ନିନ୍ଦା ଗାଇ ବୁଲିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ପ୍ରତ୍ୟେକେ ଆପଣା ମିତ୍ରଗଣ ବିଷୟରେ ସାବଧାନ ହୁଅ ଓ କୌଣସି ଭ୍ରାତାଠାରେ ବିଶ୍ୱାସ କର ନାହିଁ; କାରଣ ପ୍ରତ୍ୟେକ ଭ୍ରାତା ନିତାନ୍ତ ଅପହରଣ କରିବ ଓ ପ୍ରତ୍ୟେକ ମିତ୍ର ନିନ୍ଦା ଘେନି ବୁଲିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ପ୍ରତ୍ୟେକେ ଆପଣା ମିତ୍ରଗଣ ବିଷୟରେ ସାବଧାନ ହୁଅ ଓ କୌଣସି ଭ୍ରାତାଠାରେ ବିଶ୍ୱାସ କର ନାହିଁ; କାରଣ ପ୍ରତ୍ୟେକ ଭ୍ରାତା ନିତାନ୍ତ ଅପହରଣ କରିବ ଓ ପ୍ରତ୍ୟେକ ମିତ୍ର ନିନ୍ଦା ଘେନି ବୁଲିବ।