Jeremiah 9:5 — Compare Translations
5 translations compared side by side
Odia - 1840
"ସମାନେେ ପ୍ରେତ୍ୟକକ ଆପଣା ପ୍ରତିବେଶୀକୁ ପ୍ରବ୍ଯଞ୍ଚନା କରିବେ ଓ କବେେ ସତ୍ଯକଥା କହିବେ ନାହିଁ। ସମାନେେ ମିଥ୍ଯା କହିବାକୁ ନିଜ ନିଜ ଜିହ୍ବାକୁ ଶିଖାଇ ଅଛନ୍ତି। ଥକିବା ପର୍ୟ୍ଯନ୍ତ ସମାନେେ ମନ୍ଦକର୍ମ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ପ୍ରବଞ୍ଚନା କରିବେ ଓ ସତ୍ୟ କଥା କହିବେ ନାହିଁ; ସେମାନେ ଆପଣା ଆପଣା ଜିହ୍ଵାକୁ ମିଥ୍ୟା କହିବା ପାଇଁ ଶିଖାଇ ଅଛନ୍ତି; ସେମାନେ ଅଧର୍ମ କରିବା ପାଇଁ ଆପଣାମାନଙ୍କୁ ବ୍ୟସ୍ତ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପ୍ରତ୍ୟେକ ଆପଣା ପ୍ରତିବାସୀକୁ ପ୍ରବଞ୍ଚନା କରିବେ ଓ କେବେ ସତ୍ୟକଥା କହିବେ ନାହିଁ। ସେମାନେ ମିଥ୍ୟା କହିବାକୁ ନିଜ ନିଜ ଜିହ୍ୱାକୁ ଶିଖାଇଅଛନ୍ତି। ଥକିବା ପର୍ଯ୍ୟନ୍ତ ସେମାନେ ମନ୍ଦକର୍ମ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ପ୍ରବଞ୍ଚନା କରିବେ ଓ ସତ୍ୟ କଥା କହିବେ ନାହିଁ; ସେମାନେ ଆପଣା ଆପଣା ଜିହ୍ୱାକୁ ମିଥ୍ୟା କହିବା ପାଇଁ ଶିଖାଇଅଛନ୍ତି; ସେମାନେ ଅଧର୍ମ କରିବା ପାଇଁ ଆପଣାମାନଙ୍କୁ ବ୍ୟସ୍ତ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ପ୍ରବଞ୍ଚନା କରିବେ ଓ ସତ୍ୟ କଥା କହିବେ ନାହିଁ; ସେମାନେ ଆପଣା ଆପଣା ଜିହ୍ୱାକୁ ମିଥ୍ୟା କହିବା ପାଇଁ ଶିଖାଇ ଅଛନ୍ତି; ସେମାନେ ଅଧର୍ମ କରିବା ପାଇଁ ଆପଣାମାନଙ୍କୁ ବ୍ୟସ୍ତ କରନ୍ତି।