Jeremiah 9:6 — Compare Translations
5 translations compared side by side
Odia - 1840
"ଗୋଟିଏ ମନ୍ଦକର୍ମ ପ ରେ ଅନ୍ୟ ଏକ ମନ୍ଦକର୍ମ ଚାଲେ ଓ ପ୍ରବଞ୍ଚନା ଲାଗି ରହେ। ତେଣୁ ସଦାପ୍ରଭୁ କହନ୍ତି, ଏହି ମିଥ୍ଯା ଓ ପ୍ରବଞ୍ଚନା ଯୋଗୁଁ ସମାନେେ ଆମ୍ଭକୁ ଜାଣିବାକୁ ଅସ୍ବୀକାର କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରବଞ୍ଚନା ମଧ୍ୟରେ ତୁମ୍ଭର ବସତିସ୍ଥାନ ଅଛି; ସଦାପ୍ରଭୁ କହନ୍ତି, ସେମାନେ ପ୍ରବଞ୍ଚନା ସକାଶୁ ଆମ୍ଭକୁ ଜାଣିବାକୁ ଅସ୍ଵୀକାର କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ମନ୍ଦକର୍ମ ପରେ ଅନ୍ୟ ଏକ ମନ୍ଦକର୍ମ ଗ୍ଭଲେ ଓ ପ୍ରବଞ୍ଚନା ଲାଗି ରହେ।” ତେଣୁ ସଦାପ୍ରଭୁ କହନ୍ତି, “ଏହି ମିଥ୍ୟା ଓ ପ୍ରବଞ୍ଚନା ଯୋଗୁଁ ସେମାନେ ଆମ୍ଭକୁ ଜାଣିବାକୁ ଅସ୍ୱୀକାର କରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରବଞ୍ଚନା ମଧ୍ୟରେ ତୁମ୍ଭର ବସତି ସ୍ଥାନ ଅଛି; ସଦାପ୍ରଭୁ କହନ୍ତି, ସେମାନେ ପ୍ରବଞ୍ଚନା ସକାଶୁ ଆମ୍ଭକୁ ଜାଣିବାକୁ ଅସ୍ୱୀକାର କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ପ୍ରବଞ୍ଚନା ମଧ୍ୟରେ ତୁମ୍ଭର ବସତି ସ୍ଥାନ ଅଛି; ସଦାପ୍ରଭୁ କହନ୍ତି, “ସେମାନେ ପ୍ରବଞ୍ଚନା ସକାଶୁ ଆମ୍ଭକୁ ଜାଣିବାକୁ ଅସ୍ୱୀକାର କରନ୍ତି।”