Jeremiah 9:7 — Compare Translations

5 translations compared side by side

Odia - 1840
"ତେଣୁ ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଯେପରି ଜଣେ ଶ୍ରମିକ ଧାତୁର ଶୁଦ୍ଧତା ଜାଣିବା ପାଇଁ ଅଗ୍ନି ରେ ତରଳାଏ, ସହେିପରି ଆମ୍ଭେ ସମାନଙ୍କେୁ ପରୀକ୍ଷା କରିବା। ଆମ୍ଭ ଲୋକମାନେ ପାପ କରିଥିବା ହତେୁ ଆଉ ଆମ୍ଭେ କ'ଣ କରିପାରିବା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ ତରଳାଇବା ଓ ସେମାନଙ୍କୁ ପରୀକ୍ଷା କରିବା; କାରଣ ଆମ୍ଭ ଲୋକଙ୍କର କନ୍ୟା ହେତୁରୁ ଏହା ଛଡ଼ା ଆଉ କଅଣ କରିବା?
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେପରି ଜଣେ ଶ୍ରମିକ ଧାତୁର ଶୁଦ୍ଧତା ଜାଣିବା ପାଇଁ ଅଗ୍ନିରେ ତରଳାଏ, ସେହିପରି ଆମ୍ଭେ ସେମାନଙ୍କୁ ପରୀକ୍ଷା କରିବା। ଆମ୍ଭ ଲୋକମାନେ ପାପ କରିଥିବା ହେତୁ ଆଉ ଆମ୍ଭେ କ’ଣ କରି ପାରିବା?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କୁ ତରଳାଇବା ଓ ସେମାନଙ୍କୁ ପରୀକ୍ଷା କରିବା; କାରଣ ଆମ୍ଭ ଲୋକଙ୍କର କନ୍ୟା ହେତୁରୁ ଏହାଛଡ଼ା ଆଉ କଅଣ କରିବା?
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କୁ ତରଳାଇବା ଓ ସେମାନଙ୍କୁ ପରୀକ୍ଷା କରିବା; କାରଣ ଆମ୍ଭ ଲୋକଙ୍କର କନ୍ୟା ହେତୁରୁ ଏହା ଛଡ଼ା ଆଉ କଅଣ କରିବା?