Jeremiah 9:8 — Compare Translations
5 translations compared side by side
Odia - 1840
"ସମାନଙ୍କେର ଜିହ୍ବା ପ୍ରାଣନାଶକ ବାଣସ୍ବରୂପ। ତାହା କବଳେ ମିଥ୍ଯା ଓ ପ୍ରବଞ୍ଚନାର କଥା କ ହେ। ସମାନେେ ମୁହଁ ରେ ପ୍ରତିବେଶୀ ସହିତ ପ୍ ରମାେଳାପ କରନ୍ତି, ମାତ୍ର ଅନ୍ତର ରେ ସମାନଙ୍କେୁ ବିନାଶ କରିବାକୁ ଯୋଜନା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ଜିହ୍ଵା ପ୍ରାଣନାଶକ ତୀର ସ୍ଵରୂପ; ତାହା ପ୍ରବଞ୍ଚନାର କଥା କହେ; ଲୋକେ ମୁଖରେ ପ୍ରତିବାସୀ ସଙ୍ଗେ ପ୍ରେମାଳାପ କରନ୍ତି, ମାତ୍ର ଅନ୍ତରେ ଛକି ବସନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ଜିହ୍ୱା ପ୍ରାଣନାଶକ ବାଣସ୍ୱରୂପ। ତାହା କେବଳ ମିଥ୍ୟା ଓ ପ୍ରବଞ୍ଚନାର କଥା କହେ। ସେମାନେ ମୁହଁରେ ପ୍ରତିବାସୀ ସହିତ ପ୍ରେମାଳାପ କରନ୍ତି, ମାତ୍ର ଅନ୍ତରରେ ସେମାନଙ୍କୁ ବିନାଶ କରିବାକୁ ଯୋଜନା କରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ଜିହ୍ୱା ପ୍ରାଣନାଶକ ତୀର ସ୍ୱରୂପ; ତାହା ପ୍ରବଞ୍ଚନାର କଥା କହେ; ଲୋକେ ମୁଖରେ ପ୍ରତିବାସୀ ସଙ୍ଗେ ପ୍ରେମାଳାପ କରନ୍ତି, ମାତ୍ର ଅନ୍ତରେ ଛକି ବସନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ଜିହ୍ୱା ପ୍ରାଣନାଶକ ତୀର ସ୍ୱରୂପ; ତାହା ପ୍ରବଞ୍ଚନାର କଥା କହେ; ଲୋକେ ମୁଖରେ ପ୍ରତିବାସୀ ସଙ୍ଗେ ପ୍ରେମାଳାପ କରନ୍ତି, ମାତ୍ର ଅନ୍ତରେ ଛକି ବସନ୍ତି।”