Job 1:10 — Compare Translations

5 translations compared side by side

Odia - 1840
"ଆପଣ ସବୁବେଳେ ଆୟୁବକୁ ସୁରକ୍ଷା ପ୍ରଦାନ କରନ୍ତି। ତା'ର ପରିବାରକୁ, ତା'ର ଯାହା କିଛି ନିଜର, ସବୁକୁ ଆପଣ ସୁରକ୍ଷା ଦିଅନ୍ତି। ସେ ଯେଉଁ କାର୍ୟ୍ଯ କରେ ସବୁଥି ରେ ଆପଣ ତାକୁ କୃତକାର୍ୟ୍ଯ କରାନ୍ତି। ହଁ, ଆପଣ ତାକୁ ଆଶୀର୍ବାଦ ପ୍ରଦାନ କରନ୍ତି, ସେଥିପାଇଁ ସବୁଥି ରେ ସେ ଏତେ ଧନୀ ଯେ, ତା'ର ମଷେପଲ ଓ ଗୋପଲ ସାରଦେଶ ରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କʼଣ ତାହାର ଚତୁର୍ଦ୍ଦିଗରେ, ପୁଣି ତାହାର ଗୃହର ଓ ତାହାର ସର୍ବସ୍ଵର ଚତୁର୍ଦ୍ଦିଗରେ ବାଡ଼ ଦେଇ ନାହଁ? ତୁମ୍ଭେ ତାହାର ହସ୍ତକୃତ କାର୍ଯ୍ୟରେ ଆଶୀର୍ବାଦ ଦେଇଅଛ ଓ ଦେଶରେ ତାହାର ସମ୍ପତ୍ତି ବୃଦ୍ଧି ପାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଆପଣ ସବୁବେଳେ ଆୟୁବକୁ ସୁରକ୍ଷା ପ୍ରଦାନ କରନ୍ତି। ତା’ର ପରିବାରକୁ, ତା’ର ଯାହାକିଛି ନିଜର, ସବୁକୁ ଆପଣ ସୁରକ୍ଷା ଦିଅନ୍ତି। ସେ ଯେଉଁ କାର୍ଯ୍ୟ କରେ ସବୁଥିରେ ଆପଣ ତାକୁ କୃତକାର୍ଯ୍ୟ କରାନ୍ତି। ହଁ, ଆପଣ ତାକୁ ଆଶୀର୍ବାଦ ପ୍ରଦାନ କରନ୍ତି, ସେଥିପାଇଁ ସବୁଥିରେ ସେ ଏତେ ଧନୀ ଯେ, ତା’ର ମେଷପଲ ଓ ଗୋପଲ ସାରାଦେଶରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କʼଣ ତାହାର ଚତୁର୍ଦ୍ଦିଗରେ, ପୁଣି ତାହାର ଗୃହର ଓ ତାହାର ସର୍ବସ୍ୱର ଚତୁର୍ଦ୍ଦିଗରେ ବାଡ଼ ଦେଇ ନାହଁ? ତୁମ୍ଭେ ତାହାର ହସ୍ତକୃତ କାର୍ଯ୍ୟରେ ଆଶୀର୍ବାଦ ଦେଇଅଛ ଓ ଦେଶରେ ତାହାର ସମ୍ପତ୍ତି ବୃଦ୍ଧି ପାଇଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କ’ଣ ତାହାର ଚତୁର୍ଦ୍ଦିଗରେ, ପୁଣି ତାହାର ଗୃହର ଓ ତାହାର ସର୍ବସ୍ୱର ଚତୁର୍ଦ୍ଦିଗରେ ବାଡ଼ ଦେଇ ନାହଁ? ତୁମ୍ଭେ ତାହାର ହସ୍ତକୃତ କାର୍ଯ୍ୟରେ ଆଶୀର୍ବାଦ ଦେଇଅଛ ଓ ଦେଶରେ ତାହାର ସମ୍ପତ୍ତି ବୃଦ୍ଧି ପାଇଅଛି।