Job 1:11 — Compare Translations

5 translations compared side by side

Odia - 1840
"ମୁଁ ପ୍ରତିଜ୍ଞା କରି କହିପା ରେ ଆପଣ ତା'ର ସର୍ବସ୍ବ ନଷ୍ଟ କରି ଦିଅନ୍ତୁ, ଆପଣ ଦେଖିବେ ସେ କିପରି ଆପଣଙ୍କୁ ଆପଣଙ୍କ ସମ୍ମୁଖ ରେ ଅଭିଶାପ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଏବେ ଆପଣା ହସ୍ତ ବିସ୍ତାର କରି ତାହାର ସର୍ବସ୍ଵ ସ୍ପର୍ଶ କର, ତହିଁରେ ସେ ତୁମ୍ଭକୁ ତୁମ୍ଭ ମୁଖ ଆଗରେ ପରିତ୍ୟାଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପ୍ରତିଜ୍ଞା କରି କହିପାରେ ଆପଣ ତା’ର ସର୍ବସ୍ୱ ନଷ୍ଟ କରି ଦିଅନ୍ତୁ, ଆପଣ ଦେଖିବେ ସେ କିପରି ଆପଣଙ୍କୁ ଆପଣଙ୍କ ସମ୍ମୁଖରେ ଅଭିଶାପ ଦେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଏବେ ଆପଣା ହସ୍ତ ବିସ୍ତାର କରି ତାହାର ସର୍ବସ୍ୱ ସ୍ପର୍ଶ କର, ତହିଁରେ ସେ ତୁମ୍ଭକୁ ତୁମ୍ଭ ମୁଖ ଆଗରେ ପରିତ୍ୟାଗ କରିବ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଏବେ ଆପଣା ହସ୍ତ ବିସ୍ତାର କରି ତାହାର ସର୍ବସ୍ୱ ସ୍ପର୍ଶ କର, ତହିଁରେ ସେ ତୁମ୍ଭକୁ ତୁମ୍ଭ ମୁଖ ଆଗରେ ପରିତ୍ୟାଗ କରିବ।